୧୯ ଯାଏ ସ୍ବଳ୍ପ ବର୍ଷା

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଆବଶ୍ୟକତା ଅନୁଯାୟୀ ବର୍ଷା ହେଉ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଲେଣି। ଜୁନ୍‌ ପହିଲାରୁ ଜୁଲାଇ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୧୯ ପ୍ରତିଶତ ବର୍ଷା କମ୍‌ ହୋଇଛି। ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀ ଦୁର୍ବଳ ହେବା ସହିତ ଲଘୁଚାପର କୌଣସି ସମ୍ଭାବନା ନ ଥିବାରୁ ରାଜ୍ୟରେ ବର୍ଷା ପରିମାଣ କମିବା ଆଶଙ୍କା ଦେଖାଦେଇଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଆକାଶ ମେଘାଛନ୍ନ ରହିବା ସହିତ କାଁ ଭାଁ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କୋରାପୁଟ, ମାଲକାନଗିରି, କନ୍ଧମାଳ, ଗଜପତି, ରାୟଗଡ଼ା, କେନ୍ଦୁଝର, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ ଆଦି ଜିଲାର ଗୋଟେ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri