Posted inଜାତୀୟ

‘ଭାଜପାକୁ ହରାଇବାକୁ ଏକଜୁଟ୍‌ ହେବାକୁ ପଡିବ’

ଲକ୍ଷ୍ନୌ,୮।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପି ବାସୀଙ୍କୁ ସମାଜବାଦୀ ପାଟି(ଏସପି) ସପକ୍ଷରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦେଶକୁ ବଞ୍ଚାଇବା ପାଇଁ ଭାଜପାକୁ ପରାସ୍ତ କରିବାକୁ ପଡିବ। ଏହା ଏକ ବଡ ଲଡେଇ। ୟୁପିରେ ଏସପି ହେଉଛି ଏକମାତ୍ର ବିକଳ୍ପ। ଯଦି ଯୋଗୀ ଆଦିତ୍ୟନାଥ ପୁନର୍ବାର ଆସନ୍ତି ୟୁପି ନଷ୍ଟ ହୋଇଯିବ ତେଣୁ ତାଙ୍କୁ ଗାଦିରୁ ହଟାଅ। ଯଦି ୟୁପିରେ ଏସପି ସରକାର ଗଠନ ହୁଏ, ତେବେ ଛାତ୍ର, ମହିଳା ଏବଂ ଯୁବକମାନଙ୍କ ପାଇଁ ପଶ୍ଚିମବଙ୍ଗ ଭଳି ଯୋଜନା ଆରମ୍ଭ ହେବ।
ଏକ ନିର୍ବାଚନୀ ରାଲି ଯୋଗ ଦେବାକୁ ଲକ୍ଷ୍ନୌ ଯାଇଥିବା ମମତା କହିଛନ୍ତ, ଆଜି (ମଙ୍ଗଳବାର) ଭାଜପାର ଘୋଷଣାପତ୍ର ଆସିଛି। ଏହା ହେଉଛି ମନି ଫେଷ୍ଟୋ। ସେମାନେ ହାଥରସ୍‌ରେ କ’ଣ କରିଥିଲେ? ମହିଳା ଓ ଝିଅମାନଙ୍କ ସହିତ କ’ଣ ହେଲା? ପ୍ରଥମେ କ୍ଷମା ମାଗନ୍ତୁ, ତାପରେ ଭୋଟ ମାଗନ୍ତୁ । କୋଭିଡ କାରଣରୁ ଲୋକମାନେ ୟୁପିରେ ମରୁଥିବାବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୋତେ ପରାସ୍ତ କରିବାକୁ ପଶ୍ଚିମବଙ୍ଗରେ ପ୍ରଚାର କରୁଥିଲେ। ଭାରତ ସରକାର ୟୁପିଙ୍କୁ ସର୍ବାଧିକ ଟଙ୍କା ଦେଇଛନ୍ତି, ତଥାପି ୟୁପିର ବିକାଶ ହୋଇପାରି ନାହିଁ। ବାବାସାହେବ ଆମ୍ବେଦକରଙ୍କ ସମ୍ବିଧାନ ପରିବର୍ତ୍ତନ କରିବାକୁ ଭାଜପା ଚେଷ୍ଟା କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ...

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri