Posted inଜାତୀୟ

କଂଗ୍ରେସରେ ମିଶିବା ପାଇଁ ସିଦ୍ଧୁଙ୍କୁ ୭୦ ଥର ଭେଟିଥିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୮।୨: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ନିଜ ମନ୍ତବ୍ୟକୁ ନେଇ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏବେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କୁ ନେଇ ପୁଣି ମଙ୍ଗଳବାର ଏକ ଚର୍ଚ୍ଚିତ ମନ୍ତବ୍ୟ ଦେଇଛନ୍ତି। ସିଦ୍ଧୁ କହିଛନ୍ତି ଯେ, ୨୦୧୭ ପଞ୍ଜାବ ବିଧାନସଭା ନିର୍ବାଚନରେ ପ୍ରଶାନ୍ତ କିଶୋର କଂଗ୍ରେସର କ୍ୟାମ୍ପେନିଂ ରଣନୀତି ଦାୟିତ୍ୱ ସମ୍ଭାଳିଥିଲେ। ଦଳରେ ସାମିଲ ହେବା ପାଇଁ ସେ ମୋତେ ଚାପ ପକାଇଥିଲେ। ଏଥିପାଇଁ ସେ ମୋତେ ପାଖାପାଖି ୭୦ ଥର ଭେଟିଥିବା ସିଦ୍ଧୁ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, କଂଗ୍ରେସରେ ମିଶିବା ପାଇଁ ପ୍ରଶାନ୍ତ ବହୁତ ଇଚ୍ଛା ଥିଲା। ପୂର୍ବରୁ ସିଦ୍ଧୁଙ୍କୁ ନେଇ ପ୍ରଶାନ୍ତ କିଶୋର ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯଦି ପଞ୍ଜାବ କଂଗ୍ରେସରେ ସିଦ୍ଧୁ ମଙ୍ଗ ଧରନ୍ତି ତେବେ ଦଳ ୩୦ରୁ ୩୫ଟି ଆସନ ପାଇବ ନାହିଁ ବୋଲି ପ୍ରଶାନ୍ତ କିଶୋର କହିଥିଲେ।
ସୂଚନା ଯୋଗ୍ୟ, ପ୍ରଶାନ୍ତ କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ବହୁ ଆଲୋଚନା ପରେ ମଧ୍ୟ ଏହା ସମ୍ଭବ ହୋଇ ନ ଥିଲା। ଏହାପରେ ପ୍ରଶାନ୍ତ କଂଗ୍ରେସ ବିରୋଧରେ ମନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri