ପ୍ରଚାରକୁ ଓହ୍ଲାଇଲେ ଦୁଇ ଗର୍ଭବତୀ ପ୍ରାର୍ଥୀ

ନିରାକାରପୁର,୯ା୨(ଡି.ଏନ୍‌.ଏ.):ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଭାବେ ଦୁଇଜଣ ଗର୍ଭବତୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ନିରାକାରପୁର ପଞ୍ଚାୟତ ସରପଞ୍ଚ ପଦ ପାଇଁ ପଛୁଆ ବର୍ଗ ମହିଳା ହୋଇଥିବା ବେଳେ ସମିତିସଭ୍ୟ ପ୍ରାର୍ଥୀ ପାଇଁ ସାଧାରଣ ବର୍ଗ ମହିଳା ରହିଛି। ତେବେ ସରପଞ୍ଚ ପ୍ରାର୍ଥୀ ପାଇଁ ୫ଜଣ ନିର୍ବାଚନ ଲଢୁଥିବା ବେଳେ ୨ଜଣ ସମିତି ସଭ୍ୟ ପ୍ରାର୍ଥୀଭାବେ ନିର୍ବାଚନ ଲଢୁଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇଜଣ ଗର୍ଭବତୀ ପ୍ରାର୍ଥୀ ରହିଛନ୍ତି। ଜଣେ ସରପଞ୍ଚ ଓ ଅନ୍ୟ ଜଣେ ସମିତିସଭ୍ୟ ପଦବୀ ପାଇଁ ଲଢୁଛନ୍ତି। ଏହି ପ୍ରାର୍ଥୀଦ୍ୱୟ ସମର୍ଥକଙ୍କ ସହ ଘର ଘର ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri