ମେଟାଭର୍ସରେ ବିବାହ ଭୋଜି, ଭାଗ ନେଲେ ୬ ହଜାର ଅତିଥି

ଚେନ୍ନାଇ,୯।୨: ଭାରତରେ ପ୍ରଥମ ମେଟାଭର୍ସ ବିବାହ ଭୋଜିର ଆୟୋଜନ ହୋଇଛି। କରୋନା ମହାମାରୀ ମଧ୍ୟରେ ବିବାହ କରିଥିବା ଚେନ୍ନାଇର ୨୫ ବର୍ଷୀୟ ଦୀନେଶ ଏସପି ଏବଂ ଜାଙ୍ଗାନନ୍ଦିନୀ, ଫେବୃଆରୀ ୬ରେ ଭର୍ଚୁଆଲ ପ୍ଲାଟଫର୍ମ ମେଟାଭର୍ସରରେ ସେମାନଙ୍କର ବିବାହ ଭୋଜି ଦେଇଥିଲେ। ଦେଶ ତଥା ବିଦେଶରୁ ୬୦୦୦ ଲୋକ ଏଥିରେ ଭାଗ ନେଇଥିଲେ। ଆଇଆଇଟି ମାଡ୍ରାସରେ ପଢୁଥିବା ଦୀନେଶଙ୍କ ଅନୁଯାୟୀ, ଏହି ସମୟ ମଧ୍ୟରେ କନ୍ସର୍ଟ ହୋଇଥିଲା। କେବଳ ଏତିକି ନୁହେଁ, ଖାଦ୍ୟ ବିତରଣ କମ୍ପାନୀ ସାହାଯ୍ୟରେ ଅତିଥିମାନଙ୍କୁ ସେମାନଙ୍କ ଘରେ ଖାଦ୍ୟ ମଧ୍ୟ ଦିଆଯାଉଥିଲା। ସେମାନଙ୍କ ବନ୍ଧୁ ଏବଂ ପରିବାର ଏହି କାର୍ଯ୍ୟକ୍ରମରେ ଖୁସି ଅଛନ୍ତି, କାରଣ ଲୋକମାନେ ନିଜ ଘରେ ମଧ୍ୟ ଅଂଶଗ୍ରହଣ କରିବାର ସୁଯୋଗ ପାଇଥିଲେ। ଏସିଆର ପ୍ରଥମ ଘଟଣା ବୋଲି ସେ କହିଛନ୍ତି। ବର ଏବଂ କନ୍ୟାଙ୍କ ପସନ୍ଦ ଅନୁଯାୟୀ, ଏହି ଭୋଜିର ଥିମ୍‌ ଥିଲା ହଗୱାର୍ଟସ। ଏହି ଥିମ ଉପରେ ହ୍ୟାରି ପୋଟର୍‌ ର ଡିଜାଇନ ମଧ୍ୟ ଲୋକଙ୍କୁ ପ୍ରଭାବିତ କରିଥିଲା
ରିସେପ୍ସନ ଆୟୋଜନ କରିଥିବା ଆଇଟି ଫାର୍ମ ଏପର୍ଯ୍ୟନ୍ତ ଦେଶର ପ୍ରତ୍ୟେକ କୋଣ ଅନୁକୋଣରୁ ୬୦ଟି ଇଭେଣ୍ଟ ପାଇଁ ଅର୍ଡର ଗ୍ରହଣ କରିଛି। ଏଥିମଧ୍ୟରେ ଅନେକ କାର୍ଯ୍ୟକ୍ରମ ବିଶେଷ ଭାବରେ ଫେବୃଆରୀ ୧୪ରେ ଅନୁଷ୍ଠିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri