Odisha Elections 2024

ପ୍ରମିଜ୍‌ ଡେ’: ଆଜି ପ୍ରେମୀଯୁଗଳ କରିବେ ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ ପ୍ରଥମ ଦିନ ରୋଜ୍‌ ଡେ’, ଦ୍ୱିତୀୟ ଦିନ ପ୍ରପୋଜ ଡେ’, ତୃତୀୟ ଦିନ ଚକୋଲେଟ୍‌ ଡେ’, ଚତୁର୍ଥ ଦିନ ଟେଡି ଡେ’ ପାଳନ କରି ସ୍ମୃତିକୁ ତାଜା କରିସାରିଛନ୍ତି। ୫ମ ଦିବସକୁ ପ୍ରମିଜ୍‌ ଡେ’ ବା ଶପଥ ଦିବସ ଭାବେ ପାଳନ କରିଥାନ୍ତି ଦୁଇ ପ୍ରେମପକ୍ଷୀ। ଏହିଦିନ ଜଣେ ଜଣଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଭଲପାଇବା, ବିଶ୍ୱାସ ନେଇ ଆଗକୁ ବଢ଼ିବାର ବଜ୍ର ଶପଥ ନେଇଥାନ୍ତି। ଏହା ଦ୍ୱାରା ପ୍ରେମ ସମ୍ପର୍କ ଆହୁରି ମଜଭୁତ ହୁଏ। ଭବିଷ୍ୟତରେ ହାତ ଧରି ଏକାଠି ବାଟ ଚାଲିବାର ଦୃଢ଼ ପ୍ରତିଶ୍ରୁତି ନେଇ ଆଗକୁ ବଢ଼ି ଚାଲିଥାନ୍ତି ପ୍ରେମୀଯୁଗଳ। କୌଣସି ପରିସ୍ଥିତିରେ କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରତିଜ୍ଞା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଓସ୍‌ମା ବିନ୍‌ ବିୟର, ଦାମ୍‌ ରହିଛି…

ଲଣ୍ଡନ,୨୩ା୫: ଭାରତର ଅନ୍ୟତମ କୁଖ୍ୟାତ ଆତଙ୍କବାଦୀ ନେତା ଓସ୍‌ମା ବିନ୍‌ ଲାଡେନଙ୍କ ନାମରେ ଏକ ବିୟର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ବିୟର ସୋସିଆଲ...

ଜଳବାୟୁ ପରିବର୍ତ୍ତନ ଆଣୁଛି ଭୟଙ୍କର ଟର୍ବୁଲେନ୍ସ, ବିମାନ ଭିତରେ ନିଜ ସିଟ୍‌ରୁ ଉଡ଼ିବାରେ ଲାଗୁଛନ୍ତି ଯାତ୍ରୀ…

ନୂଆଦିଲ୍ଲୀ,୨୩।୫:  ଯାତ୍ରାବେଳେ ଉଚ୍ଚ ଆକାଶରେ ବିମାନ ଟର୍ବୁଲେନ୍ସକୁ ସାମ୍ନା କରିବା ସ୍ବାଭାବିକ। କିନ୍ତୁ ଯାତ୍ରୀ ମୃତାହତ ହେବା ଭଳି ସିଭିଅର୍‌ ଟର୍ବୁଲେନ୍ସ ବିରଳ। ଏହି କାରଣରୁ...

ଜୁନ୍‌ ୩ରେ ଆକାଶରେ ଧାଡ଼ିବାନ୍ଧିବେ ୬ ଗ୍ରହ, ଭୋରରେ ଦେଖିହେବ ଏହି ବିରଳ ଜାଗତିକ ଦୃଶ୍ୟ

ଜୁନ୍‌ ୩ରେ ସୌରଜଗତର ୬ ଗ୍ରହ ଗୋଟିଏ ଧାଡ଼ିରେ ଦୃଶ୍ୟ ହେବେ। ସେଦିନ ଭୋର ସମୟର ଆକାଶରେ ଏହି ବିରଳ ଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ...

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ କଇଁଛ ଦିବସ…

ବିଶ୍ୱ କଇଁଛ ଦିବସ ପ୍ରତିବର୍ଷ ମେ’ ୨୩ରେ ପାଳନ କରାଯାଇଥାଏ। କଇଁଛ ପୃଥିବୀର ଦୀର୍ଘଦିନ ବଞ୍ଚୁଥିବା ଜୀବ ଅଟେ। ମାତ୍ର ଏବେ ଏହାର ଅନେକ ପ୍ରଜାତି...

ବାପା ମନାକଲେ, ଆଉ ବ୍ଲଗ୍‌ କରିବିନି

ଇସ୍‌ଲାମାବାଦ: ପାକିସ୍ତାନର ବେଶ୍‌ ପରିଚିତ ଶିଶୁ ୟୁଟ୍ୟୁବର ମହମ୍ମଦ ଶିରାଜ(୬) ତାଙ୍କର ଶେଷ ବ୍ଲଗ୍‌ ଶେୟାର କରିଛନ୍ତି। ସେ ଏହି ବ୍ଲଗରେ ତାଙ୍କ ପ୍ରଶଂସକ ଏବଂ...

ଶାନ୍ତି, ସୌହାର୍ଦ୍ଦ୍ୟ ରକ୍ଷା ଜରୁରୀ

ଆତଙ୍କବାଦ ବିରୋଧୀ ଦିବସ ପ୍ରତିବର୍ଷ ମେ’ ୨୧ରେ ଭାରତରେ ପାଳନ କରାଯାଏ। ଆତଙ୍କବାଦ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଆତଙ୍କବାଦ ବିରୋଧରେ ଏକତାର ବାର୍ତ୍ତା...

ଇଭିଏମକୁ ଫୁଲମାଳ ପିନ୍ଧାଇଲେ ସ୍ବାଧୀନ ପ୍ରାର୍ଥୀ

ନାସିକ: ଚଳିତ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇ ଯାଇଛି। ତେବେ ଏହି ନିର୍ବାଚନ ଚାଲିଥିବାବେଳେ ମହାରାଷ୍ଟ୍ରର ନାସିକରୁ ଏକ...

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri