Posted inଜାତୀୟ

ପଞ୍ଜାବ ବିଧାନସଭା ନିର୍ବାଚନ: କଂଗ୍ରେସ ଜିତିଲେ ସିଦ୍ଧୁ ହେବେ ସୁପର ସିଏମ୍‌

ଚଣ୍ଡିଗଡ଼,୧୨ ।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ବିଧାନସଭା ନିର୍ବାଚନକୁ ନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି । ଏହି ଘୋଷଣାର କିଛିଦିନ ପରେ ଏବେ ଦଳର ଏମ୍‌ପି ରବନୀତ ସିଂ ବିଟ୍ଟୁ ଦାବି କରିଛନ୍ତି କି ପଞ୍ଜାବରେ ଯଦି କଂଗ୍ରେସ ସରକାର ଗଠନ କରେ ତେବେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କୁ ‘ସୁପର ସିଏମ୍‌’ ପଦ ମିଳିବ । କଂଗ୍ରେସ ନେତା କହିଛନ୍ତି ଆଗାମୀ ନିର୍ବାଚନ ଲାଗି ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣାକୁ ସିଦ୍ଧୁ ସ୍ୱାଗତ କରିଛନ୍ତି । ଏହାକୁ ନେଇ ସିଦ୍ଧୁ କୌଣସି ପ୍ରଶ୍ନ ବି ଉଠାଇ ନାହାନ୍ତି ।
ବିଟ୍ଟୁ ଆହୁରି ମଧ୍ୟ କହିଛନ୍ତି ପଞ୍ଜାବର ସାଧାରଣ ଜନତା ଚନ୍ନିଙ୍କ ବିଜୟକୁ ନେଇ ପ୍ରାର୍ଥନା କରୁଛନ୍ତି । ପଞ୍ଜାବର ସମସ୍ତ ଗରିବ ଗୁରୁଦ୍ୱାର ଓ ମନ୍ଦିରରେ ଚନ୍ନିଙ୍କ ପାଇଁ ପ୍ରାର୍ଥନା କରୁଛନ୍ତି । ଗରିବ କହୁଛନ୍ତି ଯଦି ଚନ୍ନି ସରକାର ପୁଣି ଶାସନ କ୍ଷମତା ପାଏ ତେବେ ଆମର ପିଲାମାନେ ପାଠ ପଢିପାରିବେ ଓ ମୁଖ୍ୟମନ୍ତ୍ରୀ ହେବାର ସ୍ୱପ୍ନ ଦେଖିପାରିବେ । ଲୋକେ ଚନ୍ନିଙ୍କୁ ନିର୍ବାଚନ ଦିନ ଉତ୍ସବ ଭଳି ଭୋଟ ଦେବେ, ଏହାକୁ ନେଇ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଆମ ଆଦମୀ ପାର୍ଟି) ଡରି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri