କିସ୍‌ ଡେ’: ଚୁମ୍ବନ ସୂଚାଏ…

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପ୍ରେମୀଯୁଗଳ କିସ୍‌ ଡେ’ ପାଳନ କରିଥାନ୍ତି। କିସ୍‌ ବା ଚୁମ୍ବନ ସମ୍ପର୍କକୁ ଆହୁରି ସୁଦୃଢ଼ କରିଥାଏ। ଯଦି ଏହା ଆପଣଙ୍କର ପ୍ରଥମ ଭାଲେଣ୍ଟାଇନ୍ସ ସପ୍ତାହ ଏବଂ ଆପଣଙ୍କ ସାଥୀଙ୍କ ସହିତ ପ୍ରଥମ କିସ୍‌ ଡେ’ ହେବାକୁ ଯାଉଛି, ତେବେ ଏହା ଆପଣଙ୍କ ପାଇଁ ଅଧିକ ମହତ୍ତ୍ୱପୂର୍ଣ୍ଣ। ଏହି ଦିନ ସାଥୀଙ୍କୁ ଖାସ୍‌ ଅନୁଭବ କରିବାକୁ ପଡ଼ିବ। ପ୍ରେମିକା-ପ୍ରେମିକ ଏହିଦିନ ପରସ୍ପର ପ୍ରତି ରୋମାନ୍ସ ଦେଖାଇବାରେ କୁଣ୍ଠାବୋଧ କରିବା ଆଦୌ ଉଚିତ୍‌ ନୁହଁ। ଏହି ଖାସ୍‌ ଦିନରେ ଜାଣନ୍ତୁ କେଉଁ କିସ୍‌ କ’ଣ ସୂଚାଇଥାଏ।

ସିମ୍ପଲ କିସ୍‌:
ହାତ ଏବଂ ଗାଲରେ କିସ୍‌ କରିବାକୁ ସିମ୍ପଲ୍‌ କିସ୍‌ କୁହାଯାଏ। ଏହି କିସ୍‌ ଆପଣ ମାଆ, ବାପା, ଭାଇ, ଭଉଣୀ, ସାଙ୍ଗସାଥୀ ଏପରିକି ଛୋଟ ପିଲାଙ୍କୁ ମଧ୍ୟ କରିପାରିବେ।

ଫୋର୍‌ହେଡ୍‌ କିସ୍‌:
ଫୋର୍‌ହେଡ୍‌ ବା ମଥାରେ କିସ୍‌ କରିବାକୁ ବିଶେଷକରି ମହିଳାମାନେ ପସନ୍ଦ କରିଥାନ୍ତି। ଏହି କିସ୍‌ ସମ୍ପର୍କକୁ ଆହୁରି ନିବିଡ଼ ତଥା ଗଭୀର କରିଥାଏ। ଫୋର୍‌ହେଡ୍‌ କିସ୍‌ କପଲଙ୍କ ବ୍ୟତୀତ ଛୋଟ ପିଲାଙ୍କୁ ମଧ୍ୟ କରାଯାଇଥାଏ।

ଲିପ୍‌ କିସ୍‌:
ଲିପ୍‌ କିସ୍‌ ପାର୍ଟନରଙ୍କ ମଧ୍ୟରେ କମନ୍‌ କିସ୍‌ ହୋଇଥାଏ। ଲିପ୍‌ କିସ୍‌ରେ ପାର୍ଟନର ଅଧିକ ରୋମାଣ୍ଟିକ୍‌ ହୋଇଥାନ୍ତି। ପରସ୍ପରଙ୍କ ମଧ୍ୟରେ ପ୍ରେମର ରଜୁ ଆହୁରି ମଜଭୁତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri