ନିର୍ବାଚନରେ ଯୁକ୍ତ୨ ଛାତ୍ରୀ

ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଚକଗୋପାଳପୁର ଗ୍ରାମର ପଲ୍ଲବୀ ଦେଉରି (୨୧) ମଧ୍ୟ ଅନ୍ୟତମ। ସେ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟରେ ଯୁକ୍ତ୨ ପଢ଼ୁଛନ୍ତି। ଜଣେ ରାଜ୍ୟସ୍ତରୀୟ କ୍ରୀଡାବିତ୍‌ ଭାବେ ପରିଚିତ ପଲ୍ଲବୀ ସମିିତି ସଭ୍ୟ ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସାରା ଦେଶରେ ଚକଗୋପାଳପୁର ଗ୍ରାମର ନଁା ରହିଛି। ଏହି ଗ୍ରାମରେ ଦୌଡ଼ରାଣୀ ଦୂତି ଚାନ୍ଦ ଓ ଜାତୀୟସ୍ତରର କ୍ରୀଡାବିତ୍‌ ସରସ୍ବତୀ ଚାନ୍ଦଙ୍କ ଜନ୍ମ। ପଲ୍ଲବୀ ମଧ୍ୟ ଯାଜପୁର ଜିଲା ଓ ରାଜ୍ୟସ୍ତରୀୟ ଆଥଲେଟ୍‌ ଚାମ୍ପିୟନଶିପରେ ଅଂଶ ଗ୍ରହଣ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri