Posted inଜାତୀୟ

‘ହିଜାବକୁ ନିଷିଦ୍ଧ କରିବା ପାଇଁ ଆଇନ ନାହିଁ’

ବେଙ୍ଗାଲୁରୁ,୧୪।୨: ହିଜାବ କଟକଣା ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରି କର୍ନାଟକ ହାଇକୋର୍ଟ ଶିକ୍ଷାନୁଷ୍ଠାନର ପରିଚାଳନା କମିଟିକୁ ଛାତ୍ରୀଙ୍କୁ ଅନୁମତି ଦିଆଯିବ କି ନାହିଁ ନିଷ୍ପତ୍ତି ନେବାର ଦାୟିତ୍ୱଭାର ଦେଇଛନ୍ତି। କିନ୍ତୁ ଏଭଳି ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ଆବେଦନକାରୀ ଛାତ୍ରୀଙ୍କ ପକ୍ଷ ରଖୁଥିବା ବରିଷ୍ଠ ଓକିଲ ଦେବଦତ୍ତ କାମତ।

ସ୍କୁଲ, କଲେଜ ଭଳି ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟବହାରକୁ ବ୍ୟାନ କରିବା ପାଇଁ କୌଣସି ଆଇନ ନାହିଁ। ଧାର୍ମିକ ସ୍ବାଧୀନତାକୁ ସୁରକ୍ଷା ଦେବାର ଅଧିକାର ସମ୍ବିଧାନ ଦେଇଛି। କୌଣସି କଲେଜ ପରିଚାଳନା କମିଟି ପାଖରେ ଏହାକୁ ନିଷିଦ୍ଧ କରିବାର ଅଧିକାର ନାହିଁ। ଆମକୁ କୌଣସି ଅଧିକାରୀଙ୍କ ପାଖକୁ ଯିବା ଦରକାର ନାହିଁ। ଏହାକୁ ୨୫ତମ ଧାରାରେ ସୁରକ୍ଷା ଦିଆଯିବ। ମୁସଲିମ ଛାତ୍ରୀମାନେ ହିଜାବ ପିନ୍ଧୁଛନ୍ତି କାହାକୁ ଆଘାତ ଦେଉ ନାହାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri