ବ୍ଲକ୍‌ ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ

ଆନନ୍ଦପୁର,୧୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ପରିସର ଏକ କୋଠରୀରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ମହିଳାଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ପଚା ଦୁର୍ଗନ୍ଧ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ବିଡିଓଙ୍କୁ ଖବର ଦେଇଥିଲେ। ପରେ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଆନନ୍ଦପୁର ଏସ୍‌ଡିପିଓ ଅନୀଲ କୁମାର ବେଉରିଆ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ସ୍ଥିତି ଉପରେ ଦୃଷ୍ଟି ଦେଇ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡିଛି। ଏହି ଝୁଲନ୍ତା ମୃତଦେହ ୧୨ ରୁ ୧୫ ଦିନର ହୋଇଥାଇପାରେ ବୋଲି ଏସଡିପିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri