ଚିକିତ୍ସା ଲାଗି କଟକ ଶିଶୁ ଭବନ ଗଲେ ଚିନ୍ମୟୀ

କେସିଙ୍ଗା,୧୨।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚିକିତ୍ସା ଅଧ୍‌କାରୀକଁର ନିରଦେଶରେ ଚିନ୍ମୟୀକୁଁ ଉଚ ଚିକିସତ୍ା ଲାଗି କଟକ ଶିଶୁ ଭବନକେ ଗୁରୁବାର ପଠାଯାଇଛେ। କେସିଙ୍ଗା ସହର ଓ୍ବାର୍ଡ ନଂ.୩ରେ ରହୁଥିବାର ବିନୋଦ ବିଶି(୨୬) ଆର ମାଏକିନା ପିରବତୀ ବିଶି(୨୩)କଁର ଗୁଟେ ବଲି ଝି’ ହେଉଛନ୍‌ ଚିନ୍ମୟୀ। ହେଲେ ଚିନ୍ମୟୀ ଜନମ ହେବାର ଦିନାକେତେ ଉତାରୁ ତାକର ମୁଡ଼େ ପାଏନ୍‌ ଜମବାର ଆରମ୍‌ ହେଇଥିଲା। ସେ ଦିନୁଦିନ୍‌କେ ଖାଏବାର ପିଇବାର କମେଇ ଦେବାର ସଂଗେ ଶୁଇବାରେ ବି ଅସବିଧା ଦେଖାଦେଇଥିଲା। ଇଆଡ଼େ କୁଲି ମଜୁରି କରି କୁଟୁମ ପୁଷୁଥିବାର ବିନୋଦ ପକ୍ଷେ ଝି’ର ଚିକିସତ୍ା କରାବାର ଅସମ୍‌ଭବ ହେଇଯାଇଥିଲା। ଇ ବାବ୍‌ଦେ ଗଲା ୧୦ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ‘ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ଚିନ୍ମୟୀ’ ଶୀରଷକ୍‌ରେ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ଜିଲା ସୁଆସ୍‌ତିଅ ବିଭାଗ ହରକତରେ ଆସିଥିଲା। କଳାହାଣ୍ଡି ଜିଲା ଚିକିସତ୍ା ଅଧ୍‌କାରୀ ଡା.ବନଲତା ଦେବୀ ଚିନ୍ମୟୀର ଚିକିସତ୍ା ଲାଗି ଅନ୍‌ଲାଇନ ନଁା ରେଜିଷ୍ଟ୍ରେସନ କରି ଗୁରୁବାର ଡା.ଝସକେତନ ସାହୁକଁର ଦେଖ୍‌ରେଖରେ ଗୁଟେ ଆମ୍ବୁଲାନ୍ସରେ କଟକ ଶିଶୁ ଭବନକେ ପଠେଇଛନ୍‌। ଇ ବାବ୍‌ଦେ ସିଡିଏମ୍‌ଓ ବନଲତା ଦେବୀକୁଁ ପଚରାଲାରୁ ଛୁଆର ସବୁ ଚିକିସତ୍ା ମାହାଲିଆ କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri