ଉଇଗର ନରସଂହାର, ଜାତିସଂଘ ପ୍ରତିନିଧିଙ୍କୁ ଯାଞ୍ଚ୍‌ ଅନୁମତି ଦେବାକୁ ମନାକଲା ଚାଇନା…

ବେଜିଂ,୨୧।୨ : ଚାଇନାରେ ଉଇଗୁର ମୁସଲମାନ୍‌ଙ୍କର ନରସଂହାର ନେଇ ଏବେ ଜାତିସଂଘ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ବହୁ ଅନ୍ତର୍ଜାତୀୟ ଗଣମାଧ୍ୟମ ମଧ୍ୟ ଜିନଜିଆନ ଅଞ୍ଚଳ ବିଷୟରେ କେତେକ ରିପୋର୍ଟ ପ୍ରକାଶ କରିଛନ୍ତି। ଜର୍ମାନୀରେ ଚାଲିଥିବା ମ୍ୟୁନିଚ ସୁରକ୍ଷା ସମ୍ମିଳନୀରେ ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି କହିଛନ୍ତି ଯେ ଜାତିସଂଘର ମାନବାଧିକାର ମୁଖ୍ୟ ମିସେଲ ବ୍ୟାଚେଲେଟଙ୍କୁ ଜିନଜିଆଙ୍ଗ ପ୍ରଦେଶ ପରିଦର୍ଶନ କରିପାରନ୍ତି, କିନ୍ତୁ ତାଙ୍କୁ ଯାଞ୍ଚ୍‌ କରିବାକୁ ଅନୁମତି ମିଳିବ ନାହିଁ।

ଏପରି କହି ଚାଇନା ସତ ଲୁଚାଇବାକୁ ଉଦ୍ୟମ କରିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଏହି ସମ୍ମିଳନୀରେ ଯୋଗ ଦେଇ ଥିଲେ। ତାଙ୍କୁ ପ୍ରଶ୍ନ କରାଯାଇଥିଲା ଯେ ଜାତିସଂଘର ବ୍ୟାଚେଲେଟଙ୍କୁ ଜିନଜିଆଙ୍ଗ ପରିଦର୍ଶନ କରିବାକୁ ଅନୁମତି ଦେବ କି? ଏହା ଉପରେ ସେ କହିଥିଲେ ଯେ ଚାଇନା ସବୁ ପ୍ରକାର ପକ୍ଷପାତିତା ଏବଂ ଅନାବଶ୍ୟକ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରୁଛି।

ଚାଇନା ସରକାର ଉଇଗରଙ୍କୁ ଡିଟେନଶନ୍‌ ସେଣ୍ଟରରେ ରଖି ସେମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ଏନେଇ ଜାତିସଂଘ ପକ୍ଷରୁ ଯୋଜନାବଦ୍ଧ ଭାବେ ପଦକ୍ଷେପ ଗ୍ରହଣ କରାଯିବାକୁ କୁହାଯାଉଥିଲେ ମଧ୍ୟ ଏଥିରେ ଚାଇନା ସହଯୋଗ କରୁ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri