ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ ଅନୁଷ୍ଠିତ ହେବ ନିର୍ବାଚନ । ତେବେ ଆଜିଠୁ ଲାଗୁ ହୋଇଛି ନିର୍ବାଚନ ଆଚରଣ ବିଧି । ଏଥର କିନ୍ତୁ ଦୁଇ ପୌର ମହାନଗର ରାଉରକେଲା ଓ ସମ୍ବଲପୁରରେ ହେବନି ପୌର ନିର୍ବାଚନ। ସେହିଭଳି ପୁରୀ ମ୍ୟୁନିସପାଲଟିରେ ମଧ୍ୟ ନିର୍ବାଚନ ହେବନି ବୋଲି ସୂଚନା ରହିଛି ନିର୍ବାଚନ ନେଇ ଫେବୃୟାରୀ ୨୮ରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୨ରୁ ୭ ଯାଏ ନାମାଙ୍କନ ଦାଖଲ ହେବ ଏବଂ ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ତେବେ ମାର୍ଚ୍ଚ ୨୬ରେ ଭୋଟ ଗଣତି ହେବ ବୋଲି ସୂଚନା ଦେଇଛନ୍ତି ନିର୍ବାଚନ କମିଶନ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri