ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬।୦୨(ବ୍ୟୁରୋ): ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ବରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri