Posted inଖେଳ

ମ୍ୟାଚ୍‌ରୁ ବାଦ୍‌ ପଡ଼ିଲେ ଭାରତୀୟ ଓପନର

ଧର୍ମଶାଳା,୨୭।୨: ଭାରତୀୟ ଉଇକେଟକିପର ବ୍ୟାଟର ଇଶାନ କିଷନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ତଥା ତୃତୀୟ ଟି୨୦ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଦ୍ୱିତୀୟ ମ୍ୟାଚ୍‌ରେ ବ୍ୟାଟିଂ କଲା ବେଳେ ତାଙ୍କ ହେଲମେଟରେ ବଲ ବାଜିଥିଲା।

ଚେକ୍‌ ଅପ୍‌ ପାଇଁ କିଷନଙ୍କୁ ହସ୍ପିଟାଲକୁ ନିଆଯାଇ ସିଟି ସ୍କାନ ମଧ୍ୟ କରାଯାଇଥିଲା। କିନ୍ତୁ ରିପୋର୍ଟ ନରମାଲ ଆସିଛି। ବିସିସିଆଇ ମେଡିକାଲ ଟିମ୍‌ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ତୀକ୍ଷ୍ଣ ନଜର ରଖିଛୁ ବୋଲି ବିସିସିଆଇ ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ମ୍ୟାଚ୍‌ର ଚତୁର୍ଥ ଓଭରରେ ଲାହିରୁ କୁମାରାଙ୍କ ବଲ ୨୩ ବର୍ଷୀୟ କିଷନଙ୍କ ମୁଣ୍ଡରେ ବାଜିଥିଲା। ତାଙ୍କ ଅନୁପସ୍ଥିତିରେ ଅଧିନାୟକ ରୋହିତ ଶର୍ମାଙ୍କ ସହ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିବେ। ପୂର୍ବରୁ ଆହତ ସମସ୍ୟା ଯୋଗୁ ରୁତୁରାଜ ଗାଏକ୍ୱାଡ ଦଳରୁ ବାଦ୍‌ ପଡ଼ିଥିଲେ। ତାଙ୍କ ବଦଳରେ ମୟଙ୍କଙ୍କୁ ଦଳରେ ସ୍ଥାନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri