Posted inଖେଳ

‘ଟ୍ରୋଲର୍ସ ରିଅଲ ଫ୍ୟାନ୍ସ ନୁହଁନ୍ତି’

ନୂଆଦିଲ୍ଲୀ,୨୮।୨: ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନଠାରୁ ଭାରତୀୟ ଦଳ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କୁ ସୋସିଆଲ ମିଡିଆରେ ପ୍ରବଳ ସମାଲୋଚନା କରାଯାଇଥିଲା। ଏପରି କି ତାଙ୍କୁ ଦେଶଦ୍ରୋହୀ ଏବଂ ମ୍ୟାଚ୍‌ ହାରିବା ପାଇଁ ଟଙ୍କା ନେଇ ଥିବା କୁହାଯାଇଥିଲା। ଏହା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଭାରତୀୟ ପେସର ଶାମି।

“ଯେଉଁମାନେ ମୋତେ ଟ୍ରୋଲ କରିଥିଲେ, ସେମାନେ ରିଅନ ଫ୍ୟାନ୍‌ କି ଅସଲ ଭାରତୀୟ ନୁହେଁ। ଲୋକେ ଅଜଣା ସୋସିଆଲ ମିଡିଆ ପ୍ରୋଫାଇଲରେ ଜଣଙ୍କ ଉପରେ ଆଙ୍ଗୁଠି ଉଠାଛନ୍ତି, ସେମାନଙ୍କ ପାଖରେ ହରାଇବାକୁ କିଛି ନାହିଁ। କାରଣ ସେମାନେ କେହି ନୁହନ୍ତି। ଆମକୁ ସେମାନଙ୍କ ଉତ୍ତର ଦେବାର ଆବଶ୍ୟକତା ନାହିଁ। ଆମକୁ ଜଣାଅଛି, ଆମେ କ’ଣ। ଆମ ପାଇଁ ଭାରତର ଅର୍ଥ କ’ଣ, ତାହା କାହାକୁ କହିବାର ଆବଶ୍ୟକତା ନାହିଁ। କାରଣ ଆମେ ଏହି ଦେଶ ପାଇଁ ଲଢ଼େଇ କରୁ। ଏଣୁ ଆମକୁ କିଛି ପ୍ରମାଣ କରିବାର ଆବଶ୍ୟକତା ନାହିଁ” ବୋଲି ୩୧ ବର୍ଷୀୟ ପେସର ଏକ ସାକ୍ଷାତ୍‌କାରରେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୧୩ରେ ପଦାର୍ପଣ କରିଥିବା ଶାମି ଏପର୍ଯ୍ୟନ୍ତ ୫୭ ଟେଷ୍ଟରେ ୨୦୯ ଉଇକେଟ ହାତେଇଛନ୍ତି। ରିଷ୍ଟ ଆହତ ସମସ୍ୟା କାରଣରୁ ତାଙ୍କୁ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଦଳରେ ସ୍ଥାନ ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri