‘ରେଳ ଷ୍ଟେଶନରେ ଥିଲା ବେଳେ ଶାନ୍ତି ବଜାୟ ରଖନ୍ତୁ’

ନୂଆଦିଲ୍ଲୀ,୨୮।୨: ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ୟୁକ୍ରେନ ସ୍ବତନ୍ତ୍ରୀ ଉଦ୍ଧାରକାରୀ ଟ୍ରେନ ବ୍ୟବସ୍ଥା କରିଛି। ଦେଶର ପଶ୍ଚିମାଞ୍ଚଳକୁ ଯିବା ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ କ୍ୱିଭସ୍ଥିତ ରେଳ ଷ୍ଟେଶନରେ ରିପୋର୍ଟ କରିବା ସହ ରେଳ ଷ୍ଟେଶନରେ ଥିଲା ବେଳେ ଆକ୍ରମଣାତ୍ମକ ଆଚରଣଠାରୁ ଦୂରେଇ ରହିବାକୁ ଆଡଭାଜରି ଜାରି କରିଛି ଭାରତୀୟ ଦୂତାବାସ।

“ସମସ୍ତ ଭାରତୀୟ ନାଗରିକ ଓ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ ଏବଂ ଶାନ୍ତି ବଜାୟ ରଖିବାକୁ ଆମେ ଅନୁରୋଧ କରୁଛୁ। ରେଲଓ୍ବେ ଷ୍ଟେଶନରେ ବଡ଼ ସଂଖ୍ୟାରେ ଲୋକ ଏକତ୍ରିତ ହେବାର ଆଶଙ୍କା ରହିଛି। ଏଣୁ ସମସ୍ତ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଧୈର୍ଯ୍ୟ ରଖିବାକୁ ପରାମର୍ଶ। ଷ୍ଟେଶନରେ ଥିଲା ବେଳେ ଆକ୍ରମଣାତ୍ମକ ଆଚରଣଠୁ ଦୂରେଇ ରୁହନ୍ତୁ” ବୋଲି ଆଡଭାଜରିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri