ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି।…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ଲାଞ୍ଜିଗଡ଼…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ ପେଟ୍ରୋଲ କିମ୍ବା ଡିଜେଲର କୌଣସି ଅଭାବ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ଫିଲ୍ଡ ଭିଜିଟ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ ଆଗାମୀ ୪ ଦିନ ଯାଏ ରାଜ୍ୟର…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଆଲୋଡ଼ନ…

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏସବୁ ବିଷୟରେ ଆଲୋଚନା କଲେ ମୋହନ, ଓଡ଼ିଶାବାସୀ ଶୁଣିଲେ ହୋଇଯିବେ ଖୁସି!

ଭୁବନେଶ୍ୱର, ୨୫।୫: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ଜଣାପଡିଛି। ଏନେଇ ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ”ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଏହି ବିଜ୍ଞପ୍ତି ଅନୁସାରେ,୨୮ ତାରିଖରେ ସରକାରୀ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ ଝିଅ ତଥା ଅଭିନେତ୍ରୀ ଇଶା ଦେଓଲ ସମାରୋହରେ ଭାବପ୍ରବଣ ଦେଖାଯାଇଥିଲେ। ପୁରସ୍କାର ଗ୍ରହଣ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟ ବାର୍‌ କାଉନ୍‌ସିଲକୁ ଆଇନଜୀବୀଙ୍କ ଯୋଗ୍ୟତାକୁ ସିଦ୍ଧ କରୁଥିବା ଏକ ଫର୍ମ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଲା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର ଲାଗୁ ହେବା ପରେ, ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୨.୬୧ ବୃଦ୍ଧି ପାଇ ଲିଟର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ ଆମେରିକାର ରାଷ୍ଟ୍ରଦୂତ ସେର୍ଗିଓ ଗୋର୍ ଏବଂ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଧ୍ୟ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ ୯୦ଟି କ୍ଷେପଣାସ୍ତ୍ର ଏବଂ ୬୦୦ଟି ଡ୍ରୋନ୍ ନିକ୍ଷେପ କରିଛି । ଏହି ଆକ୍ରମଣରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri