ଜାଗର ଲାଗି ରାଜଧାନୀରେ ମୁତୟନ ହେବେ ୨୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାତି ପାହିଲେ ଜାଗର । ମହାଦୀପ ନେଇ ମନ୍ଦିର ମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ମଙ୍ଗଳବାର ଜାଗର ଉପଲକ୍ଷେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଶାସନ ପକ୍ଷରୁ ଯେଉଁ କରୋନା କଟକଣା ରହିଛି, ସେହି ନିୟମ ଅନୁପାଳନ କରାଯିବ । ଜିଲାପାଳ, ବିଏମ୍‌ସି କମିଶନରଙ୍କ ସହ ଆଲୋଚନା ଅନୁଯାୟୀ ୩ ଟାରୁ ୩.୩୦ ପର୍ଯ୍ୟନ୍ତ ଅବକାଶ ନୀତି ଅନୁଷ୍ଠିତ ହେବ । ୩.୩୦ ଠାରୁ ୫ ଟା ଯାଏ ସେବାୟତ ପରିବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିବେ। ୫ଟାରୁ ସର୍ବସାଧାରଣ ଦର୍ଶନ ପାଇଁ ଅନୁମତି ମିଳିବ । ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୬ ଜଣ ଅତିରିକ୍ତ ଡିସିପି, ୧୨ ଜଣ ଏସିପି, ୧୯ ଜଣ ଇନ୍ସପେକ୍ଟର, ୮୫ ଅଫିସରଙ୍କ ସହ ପ୍ରାୟ ୨୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ରାଜଧାନୀରେ ଟ୍ରାଫିକ ଏକ ବଡ଼ ଚ୍ୟାଲେଞ୍ଜ ଥିବା ବେଳେ ଏ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଡିସିପି ଟ୍ରାଫିକ ଏ ଦାୟିତ୍ୱରେ ରହିବେ। କିଭଳି ଭାବେ ବ୍ୟବସ୍ଥିତ ଢଙ୍ଗରେ ଆଇନଶୃଙ୍ଖଳା ରକ୍ଷା କରାଯିବ, ସେନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri