ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି।
ଭୁବନେଶ୍ବର,୧।୩:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୮ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି।
ଭୁବନେଶ୍ବର, ୨୫।୧୨: କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...
ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...
ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...
ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...
ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...
ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...
ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...
ଭୁବନେଶ୍ୱର, ୨୫।୧୨(ସୁନିତ୍ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍ ଆଇଏଏସ୍ ଅଫିସର୍ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର ନୂଆ ମୁଖ୍ୟ ଶାସନ...
