Odisha Elections 2024

ଝରିଗାଁ ବ୍ଲକର ୩ ଜୋନ୍‌ ବିଜେଡି ଦଖଲରେ

ଝରିଗାଁ, ୧।୩(ସ୍ବ.ପ୍ର.) – ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ୩ ଜିଲା ପରିଷଦ ଜୋନ୍‌ ବିଜେଡି ଦଖଲ କରିଛି। ଜୋନ୍‌-୧ରେ ବିଜେଡିର ଯମୁନା ଗଣ୍ଡ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ହାରାବାତୀ ଗଣ୍ଡଙ୍କଠାରୁ ୧୯୬୭ ଅଧିକ ଭୋଟରେ ଜିତିଛନ୍ତି। ସେହିପରି ଜୋନ୍‌-୨ରେ ବିଜେଡି ପ୍ରାର୍ଥୀ ଶ୍ୟାମସୁନ୍ଦର ନାୟକ ଭାଜପାର ନରସିଂ ଭତ୍ରାଙ୍କୁ ୧୭୪୫ ଅଧିକ ଭୋଟରେ ପରାସ୍ତ କରିଛନ୍ତି। ଜୋନ୍‌-୩ରେ ବିଜେଡି ପ୍ରାର୍ଥୀ ତ୍ରମିଳା ପୂଜାରୀ କଂଗ୍ରେସ ଦଳର ସତ୍ୟଭାମା ଭତ୍ରାଙ୍କୁ ପଛରେ ପକାଇ ବିଜୟ ହାସଲ କରିଛନ୍ତି। ସମସ୍ତ ଜୋନ୍‌ରେ ଜିଲା ପରିଷଦ ଦଖଲ କରିଥିବା ନେଇ ଏମ୍‌ପି ରମେଶ ଚନ୍ଦ୍ର ମାଝି, ବିଧାୟକ ପ୍ରକାଶ ଚନ୍ଦ୍ର ମାଝି, ପୂର୍ବତନ ଏମ୍‌ପି ପ୍ରଦୀପ ମାଝି, ବିଜେଡି ଜିଲା ସଂଯୋଜକ ପ୍ରମୋଦ କୁମାର ପାଢ଼ୀ, ଏମ୍‌ପିଙ୍କ ବ୍ଲକ ପ୍ରତିନିଧି ପ୍ରିୟରଞ୍ଜନ ଦାସ, ବିଧାୟକଙ୍କ ବ୍ଲକ ପ୍ରତିନିଧି ରାମଧର ମାଝି ପ୍ରମୁଖ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ ନାଁରେ ବଳିପଡୁଛି ଗଛ, ବଢୁଛି ତାପମାତ୍ରା

ପଟ୍ଟାମୁଣ୍ଡାଇ,୧୯ା୫(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜନବସିତ ବୃଦ୍ଧି ସାଙ୍ଗକୁ ଉନ୍ନୟନ ନଁାରେ ଦୈନିକ ଶତାଧିକ ଗଛ ବଳିପଡୁଛି। ବିକାଶ ଆଳରେ ଦୈନିକ ବନ କ୍ଷୟ...

ନିର୍ବାଚନ ଆସିଲେ ଶିଳ୍ପ କଥା ମନେପଡ଼େ

କେନ୍ଦ୍ରାପଡ଼ା, ୧୯ା୫(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଅଞ୍ଚଳର ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିଯୋଗୁ ଯୁବବର୍ଗଙ୍କୁ କର୍ମନିଯୁକ୍ତି ସହ ଜିଲାର ଅର୍ଥନୀତି ଚଳଚଞ୍ଚଳ ହୁଏ। ଏଥିପାଇଁ କେନ୍ଦ୍ର ସରକାରଙ୍କ...

କନ୍ଧମାଳ, ରାୟଗଡ଼ା ଗଞ୍ଜେଇର ବଢ଼ିଛି ଚାହିଦା

ନୟାଗଡ଼, ୧୯।୫(ଲୋକନାଥ ମିଶ୍ର)କନ୍ଧମାଳ ଓ ରାୟଗଡ଼ା ଗଞ୍ଜେଇର ଚାହିଦା ବଢ଼ୁଛି। ପୋଲିସ ଓ ଅବକାରୀ ବିଭାଗର ଧରପଗଡ଼ରେ ବିଭିନ୍ନ ସମୟରେ କନ୍ଧମାଳ ଜିଲାର ବ୍ୟବସାୟୀ ଓ...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri