ରୁଷିଆକୁ ପୁଣି ଝଟ୍‌କା, ମାଷ୍ଟରକାର୍ଡ ପକ୍ଷରୁ ବଡ ପଦକ୍ଷେପ…

କ୍ୱିଭ୍‌,୧।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରେ ମାଷ୍ଟରକାର୍ଡ ପକ୍ଷରୁ ମଧ୍ୟ ଏକ ବଡ ପଦକ୍ଷେପ ନେଇଛି। ୟୁକ୍ରେନ ଉପରେ ଆକ୍ରମଣ ଷଷ୍ଠ ଦିନରେ ଦ୍ୱିତୀୟ ବୃହତ୍ତମ ସହର ଖାଓର୍‌ବିଓ୍ବରେ ବିସ୍ଫୋରଣ ହୋଇଛି। ରୁଷିଆ ଉପରେ ଲାଗିଥିବା କଟକଣାକୁ ଦୃଷ୍ଟିରେ ରଖି ମାଷ୍ଟରକାର୍ଡ ଏହାର ପେମେଣ୍ଟ ନେଟୱାର୍କରୁ ଅନେକ ଆର୍ଥିକ ପ୍ରତିଷ୍ଠାନକୁ ଅବରୋଧ କରିଛି।

ମାଷ୍ଟରକାର୍ଡ କହିଛି ଯେ କମ୍ପାନୀ ଆଗାମୀ ଦିନରେ ନିୟାମକଙ୍କ ସହ କାମ ଜାରି ରଖିବ। ରିଲିଫ କାର୍ଯ୍ୟରେ କମ୍ପାନୀ ୨ ମିଲିୟନ ଡଲାର୍‌ ଯୋଗଦାନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛି। ଅପରପକ୍ଷେ, ଭିସା ଇନକ୍‌ କହିଛି ଯେ ପ୍ରତିବନ୍ଧକକୁ ପାଳନ କରିବା ପାଇଁ କମ୍ପାନୀ ନିରନ୍ତର କାର୍ଯ୍ୟ କରୁଛି ଏବଂ ଯେ କୌଣସି ଅତିରିକ୍ତ ପ୍ରତିବନ୍ଧକ ମଧ୍ୟ କାର୍ଯ୍ୟକାରୀ ହେବ।

ସୂଚନାଯୋଗ୍ୟ ନିକଟରେ ଆମେରିକା ଏବଂ ଏହାର ସହଯୋଗୀମାନେ ରୁଷିଆର ସେଣ୍ଟ୍ରାଲ ବ୍ୟାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ରୁଷିଆ ବ୍ୟାଙ୍କଗୁଡ଼ିକୁ ସ୍ବିଫ୍ଟ ଆନ୍ତର୍ଜାତୀୟ ପେମେଣ୍ଟ ସିଷ୍ଟମରୁ ବାଦ ଦେବାକୁ ଘୋଷଣା କରିଥିଲେ। ଏହି ଘୋଷଣା ପରେ ରୁଷିଆର ଲୋକମାନେ ଏଟିଏମରେ ଭାଙ୍ଗିଗଲେ ଏବଂ ସେଠାରେ ଲମ୍ବା ଧାଡି ଲାଗି ରହିଲା।

ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣ ପାଇଁ ଆମେରିକା ସମେତ ଅନେକ ଦେଶ ରୁଷିଆ ଉପରେ ବିଭିନ୍ନ କଟକଣା ଲାଗୁ କରିଛନ୍ତି। ଏପରିକି ନାସଡାକ ଇନକ୍‌ ଏବଂ ଇଣ୍ଟରକଣ୍ଟିନେଣ୍ଟାଲ ଏକ୍ସଚେଞ୍ଜ ଇନକ୍‌ ସେମାନଙ୍କ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ରୁଷିଆ କମ୍ପାନୀଗୁଡିକର ଶେୟାରରେ କାରବାରକୁ ସାମୟିକ ଭାବରେ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri