Posted inଜାତୀୟ

ଉତ୍ତର-ପଶ୍ଚିମାଞ୍ଚଳରେ ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଳୀ,୨ା୩: ଚଳିତ ବର୍ଷ ମାର୍ଚ୍ଚରୁ ମେ’ ମାସ ପର୍ଯ୍ୟନ୍ତ ଦେଶରେ ଗ୍ରୀଷ୍ମ ପ୍ରବାହ କିଭଳି ରହିବ ସେ ନେଇ ମଙ୍ଗଳାବର ଇଣ୍ଡିଆନ୍‌ ମେଟେରୋଲୋଜିକାଲ ଡିପାର୍ଟମେଣ୍ଟ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏ ବର୍ଷ କିଛି ସ୍ଥାନରେ ତାପମାତ୍ରା ବଢିବାକୁ ଥିବାବେଳେ ଆଉ କିଛି ସ୍ଥାନରେ ସାଧାରଣ ତାପମାତ୍ରା ଅନୁଭୂତ ହେବ। ଜମ୍‌-କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ, ରାଜସ୍ଥାନ ଏବଂ ମଣିପୁରରେ ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ରହିବ। ସେହିପରି ପଞ୍ଜାବ, ଉତ୍ତର ପ୍ରଦେଶ, ବିହାର, ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡ଼ୁରେ ସର୍ବାଧିକ ତାପମାତ୍ରା ଅନୁଭୂତ ହେବ ବୋଲି ପ୍ରକାଶିତ ଆଇଏମ୍‌ଡି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦକ୍ଷିଣ-ମଧ୍ୟ ଏବଂ ଉତ୍ତର-ଦକ୍ଷିଣାଞ୍ଚଳରେ ଗ୍ରୀଷ୍ମ ପ୍ରବାହ ସର୍ବାଧିକ ରହିବ। ପୂର୍ବ ଏବଂ ଉତ୍ତର-ପୂର୍ବାରେ ରାତିବେଳା ସର୍ବାଧିକ ତାପମାତ୍ରା ଅନୁଭୂତ ହେବାକୁ ଥିବାବେଳେ ଉତ୍ତର-ଦକ୍ଷିଣ ଏବଂ ଦକ୍ଷିଣ ଭାରତରେ ସର୍ବନିମ୍ନ ତାପମାତ୍ରା ଅନୁଭୂତ ହେବ ବୋଲି କହିଛନ୍ତି ଆଇଏମ୍‌ଡି ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri