ଷ୍ଟାର୍ଟରେ ଥିବା କାର୍‌ରୁ ମିଳିଲା ମୃତଦେହ

ହିନ୍ଦୋଳ,୨।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ପୁରୁଣା କଟକ ସମ୍ବଲପୁର ରାସ୍ତା ପାର୍ଶ୍ୱ କାଜଲ ଢାବା ନିକଟରୁ ଏକ କାର ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ଏହା ଲୋକଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି କରିଛିି। ଗତ କାଲିଠାରୁ କାରଟି ଷ୍ଟାର୍ଟରେ ଥିବା ବେଳେ ସେଥିରୁ ଏହି ଯୁବକଙ୍କ ମୃତଦେହ ଜବତ ହୋଇଛି। ଖବର ପାଇ ହିନ୍ଦୋଳ ପୋଲିସ ପହଞ୍ଚି ଗାଡ଼ି କାଚ ଭାଙ୍ଗି ମୃତଦେହ ଜବତ କରିଥିଲା। ଏହା ସହ ମୋବାଇଲ ଏବଂ ବହୁ ଗୁରୁତପୂର୍ଣ୍ଣ କାଗଜପତ୍ର ମଧ୍ୟ ପାଇଥିଲା। ପ୍ରାଥମିକ ତଦନ୍ତରୁ ପୋଲିସ ମହାରାଷ୍ଟ୍ର ନାଗପୁରର ପ୍ରଣବ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ବୋଲି ଜାଣିବାକୁ ପାଇଥିଲା । ପରେ ତାଙ୍କ ଘର ଢେଙ୍କାନାଳ ଭୁବନର କାନପୁରକୁ ପୋଲିସ ଜଣାଇଥିଲା। ସେ ମହାରାଷ୍ଟ୍ରର ନାଗପୁରରେ ରହି ମାଇନ୍ସରେ ଅତିରିକ୍ତ ମ୍ୟାନେଜର କାମ କରିବା ସହ ସେଠାରେ ବିବାହ କରିଥିଲେ। ତାଙ୍କର ୨ ବର୍ଷର ଏକ ଝିଅ ଏବଂ ସ୍ତ୍ରୀ ନାଗପୁରରେ ରହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍‌, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…

ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା  ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ...

ଧାନମଣ୍ଡି ଉଦ୍‌ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…

ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri