Posted inଫୁରସତ

ବନ୍ୟପ୍ରାଣୀ ସୁରକ୍ଷା ହିଁ ପରିବେଶ ସୁରକ୍ଷା

ପରିବେଶ ସୁରକ୍ଷା ସବୁଜ ପୃଥିବୀର ସୁରକ୍ଷା ଲାଗି ଅପରିହାର୍ଯ୍ୟ। ତେବେ ଏକ୍ଷେତ୍ରରେ ବନ୍ୟପ୍ରାଣୀଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପଲବ୍ଧି କରି ପ୍ର୍ରତିବର୍ଷ ମାର୍ଚ୍ଚ ୩ରେ ବିଶ୍ୱ ବନ୍ୟପ୍ରାଣୀ ଦିବସ ପାଳନ କରାଯାଇଥାଏ।
୨୦ ଡିସେମ୍ବର ୨୦୧୩ରେ, ମିଳିତ ଜାତିସଂଘର ସାଧାରଣ ସଭାର ୬୮ତମ ଅଧିବେଶନରେ ବନ୍ୟପ୍ରାଣୀ ଏବଂ ଉଦ୍ଭିଦ ବିଷୟରେ ସଚେତନତା ପାଇଁ ୩ ମାର୍ଚ୍ଚକୁ ଏହି ଦିବସ ଭାବରେ ପାଳନ କରାଯିବାକୁ ଘୋଷଣା କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୧୯୭୩ରେ ଏହି ଦିବସକୁ ବିଲୁପ୍ତପ୍ରାୟ ପ୍ରଜାତିର ବନ୍ୟପ୍ରାଣୀ ଏବଂ ଉଦ୍ଭିଦର ଅନ୍ତର୍ଜାତୀୟ ବାଣିଜ୍ୟ ସମ୍ମିଳନୀ ଭାବେ ନାମିତ କରାଯାଇଥିଲା, ଯାହା ଅନ୍ତର୍ଜାତୀୟ ବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରଜାତିର ବଞ୍ଚତ୍ବା ପ୍ରତି ବିପଦ ସୃଷ୍ଟି ନ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।
ଦିବସ ପାଳନ ଅବସରରେ ୧୮୩ ସଦସ୍ୟ ରାଷ୍ଟ୍ର ମିଳିତ ଭାବେ ବନ୍ୟପ୍ରାଣୀ ଏବଂ ଉଦ୍ଭିଦର ସୁରକ୍ଷା ସହିତ ଜୈବ ବିବିଧତା ସଂରକ୍ଷଣ ପାଇଁ ବିଶ୍ୱ ବ୍ୟାପୀ କାର୍ଯ୍ୟ କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri