‘ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆସିନାହିଁ’

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ନେଇ ପ୍ରକାଶ ପାଇଥିବା ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଭାରତୀୟ ସରାକର। ଫସିଥିବା ଭାରତୀୟ ନାଗରିକଙ୍କ ସହ ବୈଦେଶିକ ମନ୍ତ୍ରଣାଳୟ କ୍ରମାଗତ ଯୋଗାଯୋଗ ରଖିଥିବା କୁହାଯାଇଛି।

“କୌଣସି ଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆମ ପାଖକୁ ଆସିନାହିଁ। ଖାରକିବ ଓ ପଡ଼ୋଶୀ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରିବା ପାଇଁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରିବା ଲାଗି ଆମେ ୟୁକ୍ରେନ ଅଧିକାରୀଙ୍କୁ ଅନୁରୋଧ କରିଛୁ” ବୋଲି ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା ଆରିନ୍ଦମ ବାଗଚି କହିଛନ୍ତି।

ୟୁକ୍ରେନ ସେନା ବଡ଼ ସଂଖ୍ୟାରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ପୂର୍ବାଞ୍ଚଳ ସହର ଖାରକିବରେ ବନ୍ଧକ ରଖାଯାଇଥିବା ରୁଷିଆ ସରକାର ଦାବି କରିବା ପରେ ଉପରୋକ୍ତ ସ୍ପଷ୍ଟିକରଣ ରଖିଛି ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ମାମଲା: ସୁପ୍ରିମକୋର୍ଟରେ ‘କୁକୁର, ବିଲେଇ ଓ ମୂଷା’କୁ ନେଇ ରୋଚକ ଯୁକ୍ତି

ନୂଆଦିଲ୍ଲୀ,୮ା୧: ଦେଶରେ ବୁଲା କୁକୁରଙ୍କ ସଂଖ୍ୟା ନିୟନ୍ତ୍ରଣ ଓ ସାଧାରଣ ଲୋକଙ୍କ ସୁରକ୍ଷାକୁ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। ଏହି ପ୍ରସଙ୍ଗରେ ଏକ ଜନସ୍ୱାର୍ଥ ମାମଲାର...

ପ୍ରେମିକ ସନ୍ଦେହ କରିବାରୁ ପାଣି ଟାଙ୍କିରୁ ଡେଇଁପଡି ଯୁବତୀଙ୍କ ଆତ୍ମହତ୍ୟା, ପ୍ରେମିକ ଗିରଫ

ହାଇଦ୍ରାବାଦ,୮।୧: ପ୍ରେମରେ ବିଶ୍ୱାସର ଅଭାବ ଏବଂ ସନ୍ଦେହ ଏକ ସମ୍ପର୍କରେ ଏକ ଭୟଙ୍କର ଅନ୍ତ ଘଟାଇଥିଲା। ପ୍ରେମିକର ସନ୍ଦେହରେ ବ୍ୟଥିତ ହୋଇ ୧୯ ବର୍ଷୀୟା ଜଣେ...

ଶୁଭାରମ୍ଭ ହେଲା ଗୋଦାବରୀଶ ମିଶ୍ର ଆଦର୍ଶ ଯୋଜନା, ଛତ୍ରପୁର….

ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଖୋର୍ଦ୍ଧା ଜିଲ୍ଲାର ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜନ୍ମମାଟି ବାଣପୁରରୁ ୩୦ ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧୧୮ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର...

ପାକିସ୍ତାନକୁ IMFର ଆବଶ୍ୟକତା ପଡ଼ିବ ନାହିଁ? ବଡ଼ ଦାବି କଲେ ଖ୍ବାଜା ଆସିଫ, କିନ୍ତୁ ଏହା ପଛରେ ସତ୍ୟ କ’ଣ ଜାଣନ୍ତୁ

ଇସଲାମାବାଦ,୮।୧: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଦାବି କରିଛନ୍ତି ଯେ ପାକିସ୍ତାନକୁ ଆଗାମୀ ଛଅ ମାସ ମଧ୍ୟରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଠାରୁ...

ହଠାତ ହସ୍ପିଟାଲରେ ଭର୍ତ୍ତି ହେଲେ ଏହି କ୍ରିକେଟର, କରିବାକୁ ପଡିଲା ସର୍ଜରୀ, ଜାଣନ୍ତୁ ବର୍ତ୍ତମାନର ଅପଡେଟ

ନୂଆଦିଲ୍ଲୀ,୮।୧: ଭାରତୀୟ ଷ୍ଟାର କ୍ରିକେଟର ତିଲକ ବର୍ମାଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ପ୍ରସାରିତ ରିପୋର୍ଟ ଅନୁଯାୟୀ ଆଜି ସକାଳେ...

ଶୋଇବା ସମୟରେ ପାଟିରୁ ଲାଳ ବାହାରୁଛି କି? ଜାଣନ୍ତୁ ଏହାର କାରଣ ଏବଂ ନିରାକରଣ

କିଛି ଲୋକ ଶୋଇବା ସମୟରେ ଘୁଙ୍ଗୁଡ଼ି ମାରିଥାନ୍ତି, ସେହିପରି ଆଉ କିଛି ଲୋକ ମୁହଁ ଖୋଲା ରଖି ଶୋଇଥାନ୍ତି। କେତେକ ସମୟରେ, ଶୋଇବା ସମୟରେ ମୁହଁ...

କଳାହାଣ୍ଡି ଘୁମୁରା ଉତ୍ସବ: ବାଦ୍ୟଯନ୍ତ୍ରରେ କେସିଙ୍ଗା କମ୍ପିଲା ସହର, ବ୍ଲକ ଅଧ୍ୟକ୍ଷ-ବିଡିଓଙ୍କୁ…

କେସିଙ୍ଗା,୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପକ୍ଷରୁ ୨୮ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୬ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବ୍ଲକ...

‘ଭାଇ, ଏସବୁ କଣ?’ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ଦେଖି ଆଶ୍ଚର୍ଯ୍ୟ ହେଲେ ଅଶ୍ବିନ, କହିଲେ ଏତିକି….

ନୂଆଦିଲ୍ଲୀ,୮।୧: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ସୋସିଆଲ ମିଡିଆରେ ଅଭିଜ୍ଞ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ମନ୍ତବ୍ୟ ସମଗ୍ର କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri