ନବରଙ୍ଗପୁର, କଳାହାଣ୍ଡିରେ ଭୂକମ୍ପ

ନବରଙ୍ଗପୁର,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଏବଂ କଳାହାଣ୍ଡିରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ୬ ରୁ ୭ ସେକେଣ୍ଡ ଯାଏ ଏହା ଅନୁଭୂତ ହୋଇଥିଲା।

ନବରଙ୍ଗପୁର ଜିଲାର ଉମରକୋଟ, ଚନ୍ଦାହାଣ୍ଡି, ଝରିଗାଁ ଅଞ୍ଚଳରେ ମୃଦୁ ଭୂମିକମ୍ପର ପ୍ରଭାବ ଦେଖିବାକୁ ମିଳିଛି । ଲୋକେ ଭୟଭୀତ ହୋଇ ରହିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଏଯାଏ ଭୂକମ୍ପର କେନ୍ଦ୍ରସ୍ଥଳୀ ସମ୍ପର୍କରେ କିଛି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri