ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ

ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ ଚୁମାରାଣୀ ଜେନା ଗୁରୁବାର ଏ ସମ୍ପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି ଘଟଣାରେ ଏକ ମାମଲା(ନଂ.୩୦୬/୧୯) ରୁଜୁ କରି ଶୁକ୍ରବାର ସମିତିର ପୂର୍ବତନ ସମ୍ପାଦକ ଆର୍ତ୍ତବନ୍ଧୁ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ସମବାୟ ସମିତିରେ ଆର୍ତ୍ତବନ୍ଧୁ ସମ୍ପାଦକ ଥିଲାବେଳେ ବିଭିନ୍ନ ଆର୍ଥିକ ଅନିୟମିତତା କରିଥିବା ନେଇ ଅଭିଯୋଗ ହୋଇଥିଲା। ପରେ ସମ୍ପାଦକ ଜେନାଙ୍କୁ ନିଲମ୍ବନ କରାଯାଇଥିଲା। ଉପସଭାନେତ୍ରୀ ଜେନା ସମିତିରୁ ଆର୍ତ୍ତବନ୍ଧୁ ୫ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗ କରିବା ପରେ ପୋଲିସ ଏହି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri