Posted inଖେଳ

ମହାନ କ୍ରିକେଟର ସଚିନଙ୍କ ସମକକ୍ଷ ହେଲେ ମିତାଲି

ନୂଆଦିଲ୍ଲୀ,୬।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ରେ ରବିବାର ଭାରତ ତା’ର ଅଭିଯାନ ଆରମ୍ଭ କରିଛି। ପାକିସ୍ତାନ ସହ ମୁକାବିଲାରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ଏହି ମ୍ୟାଚ୍‌ରେ ଅଧିନାୟକ ମିତାଲି ରାଜ ମଇଦାନକୁ ଓହ୍ଲାଇବା ମାତ୍ରେ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ପ୍ରଥମ ମହିଳା କ୍ରିକେଟର ଭାବେ ମିତାଲି ୬ଟି ବିଶ୍ୱକପ୍‌ରେ ଖେଳିବାର ଗୌରବ ଅର୍ଜନ କରିଛନ୍ତି। ଏହି ମାଇଲଖୁଣ୍ଟ ଅତିକ୍ରମ କରିବାରେ ମିତାଲି ହେଉଛନ୍ତି ସଚିନ ତେନ୍ଦୁଲକରଙ୍କ ପରେ ଦ୍ୱିତୀୟ ଭାରତୀୟ କ୍ରିକେଟର।

ସଚିନ ୧୯୯୨, ୧୯୯୬, ୧୯୯୯, ୨୦୦୩, ୨୦୦୭ ଓ ୨୦୧୧ ବିଶ୍ୱକପ ଖେଳିଥିଲେ। ସେହିଭଳି ସଚିନ ଓ ପାକିସ୍ତାନର ପୂର୍ବତନ କ୍ରିକେଟର ଜାଭେସ ମିଆଁଦାଦାଙ୍କ ପରେ ମିତାଲି ହେଉଛନ୍ତି ତୃତୀୟ କ୍ରିକେଟର ଯିଏ ୬ଟି ବିଶ୍ୱକପ୍‌ ଖେଳିଛନ୍ତି। ୨୦୦୦ରେ ମିତାଲି ପ୍ରଥମ ବିଶ୍ୱକପ ଖେଳିଥିଲେ। ତା’ପରେ ୨୦୦୫, ୨୦୦୯, ୨୦୧୩ ଓ ୨୦୧୭ ବିଶ୍ୱକପ ଟିମ୍‌ରେ ସେ ସାମିଲ ହୋଇଥିଲା। ଏବେ ୨୦୨୨ ବିଶ୍ୱକପ ଟିମ୍‌ରେ ସାମିଲ ହେବା ସହିତ ସେ ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଖେଳାଳି ଡ୍ୟାବି ହୋକ୍ଲି ଓ ଇଂଲଣ୍ଡର ଚାରଲୋଟ ଏଡୱାର୍ଡସଙ୍କୁ ପଛରେ ପକାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri