Posted inଜାତୀୟ

୭ ଦିନ ପାଇଁ ବନ୍ଦ ରହିବ ଇଣ୍ଟରନେଟ୍‌

କୋଲକାତା,୬।୩: ପଶ୍ଚିମବଙ୍ଗର କିଛି ଜିଲାରେ ମୋବାଇଲ ଇଣ୍ଟରନେଟ୍‌ ଏବଂ ବ୍ରଡବାଣ୍ଡ ସର୍ଭିସକୁ ୭ ଦିନ ପାଇଁ ସାମୟିକ ଭାବେ ସସ୍‌ପେଣ୍ଡ କରାଯିବ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାର।

ମାଲଦା, ମୁରଶିଦାବାଦ, ଉତ୍ତରଦିନାଜପୁର, କୁଚବେହାର, ଜଲପାଇଗୁଡ଼ି, ବୀରଭୁମ ଓ ଦାର୍ଜଲିଂ ଜିଲାର କିଛି ବ୍ଲକରେ ୭ରୁ ୧୬ ତାରିଖ ମଧ୍ୟରେ କିଛି ସମୟ ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ। ଆସନ୍ତା ୭ରୁ ୯, ୧୧ରୁ ୧୨, ୧୪ରୁ ୧୬ ତାରିଖରେ ଅପରାହ୍ନ ୧୧ରୁ ୩ଟା ୧୫ ମିନିଟ୍‌ ପର୍ଯ୍ୟନ୍ତ ଏହି ସେବା ଉପଲବ୍ଧ ହେବ ନାହିଁ।

ତେବେ ଗୁଇନ୍ଦା ରିପୋର୍ଟ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି। ଇଣ୍ଟରନେଟ ଟ୍ରାନ୍ସମିଶନ୍ସ ଏବଂ ଇଣ୍ଟରନେଟ୍‌ ଟେଲଫୋନ ମାଧ୍ୟମରେ କିଛି ଅଞ୍ଚଳରେ ବେଆଇନ କାରବାର ହେବାର ସୂଚନା ମିଳିଛି। ରାଜ୍ୟବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି ବୋଲି ପଶ୍ଚିମବଙ୍ଗର ଅତିରିକ୍ତ ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri