Posted inଜାତୀୟ

ଶ୍ରୀନଗରରେ ଗ୍ରେନେଡ ଆକ୍ରମଣ

ଶ୍ରୀନଗର,୬।୩: ଶ୍ରୀନଗରର ଅମିରାକଦଲରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରି ଆତଙ୍କବାଦୀମାନେ ରବିବାର ଗ୍ରେନେଡ ଫିଙ୍ଗଛନ୍ତି। ଗ୍ରେନେଡ ବିସ୍ଫୋରଣ ଯୋଗୁ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବାବେଳେ ପୋଲିସ କର୍ମଚାରୀଙ୍କ ସମେତ ୨୦ ଜଣ ଆହତ ହୋଇଛନ୍ତି। ହଠାତ୍‌ ବିସ୍ଫୋରଣ ପରେ ଘଟଣାସ୍ଥଳରେ ଭୟଭୀତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଘଟଣା ପରେ ଅନ୍ୟ ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହିଛନ୍ତି। ଆତଙ୍କବାଦୀଙ୍କୁ ଏବେ ଖୋଜା ଚାଲିଛି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନା ନିଆଯାଇଛି। ଅମିରାକଦଲର ଚେକପଏଣ୍ଟରେ ସୁରକ୍ଷା ବାହିନୀର ଏକ ଟିମ୍‌ ରହିଥିଲେ। ଏହି ସମୟରେ ସେମାନଙ୍କ ଉପରେ ଗ୍ରେନେଡ ଆକ୍ରମଣ କରାଯାଇଥିଲା। ଗ୍ରେନେଡ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ନ ପାରି ଅନ୍ୟ ଏକ ସ୍ଥାନରେ ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri