Posted inଜାତୀୟ

୪ ରାଜ୍ୟରେ ବିଜୟ ପରେ ଏବେ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି ମୋଦି

ନୂଆଦିଲ୍ଲୀ,୧୧ ।୩: ଗୋଟିଏ ଦିନ ପୂର୍ବରୁ ୪ ରାଜ୍ୟର ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନଜର ଗୁଜରାଟ ବିଧାନସଭା ଉପରେ । ଏବେଠାରୁ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି । ଶୁକ୍ରବାର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ସେଠାରେ ସେ ମୋଗା ରୋଡ ଶୋ’ କରିବେ ବୋଲି ସୂଚନା ରହିଛି । ଏଥିରେ ପାଖାପାଖି ୪ ଲକ୍ଷ ଲୋକଙ୍କୁ ଏକାଠି ଦେଖାଯିବ ବୋଲି ସୂଚନା ମିଳିଛି ।
ସୂଚନାଯୋଗ୍ୟ, ମୋଦି ସକାଳ ୧୦ଟାରେ ଦିଲ୍ଲୀ ବିମାନ ବନ୍ଦରରୁ ବାହାରି ଅହମଦାବାଦ ବିମାନ ବନ୍ଦରରେ ପହଞ୍ଚିବେ । ସେହିଠାରୁ ସେ ରୋଡ ଶୋ’ ଆରମ୍ଭ କରିବେ । ମୋଦିଙ୍କ ରୋଡ ଶୋ’୧ ଘଣ୍ଟାରେ ୯ କିଲୋମିଟର ଅତିକ୍ରମ କରିବ ଓ ଏଥିରେ ପାଖାପାଖି ୪ ଲକ୍ଷ ଲୋକ ଏକାଠି ହେବେ । ଏହାପରେ ୧୧ଟା ୧୧ରେ ସେ ଗାନ୍ଧିନଗରରେ ଭାଜପା ରାଜ୍ୟ କାର୍ଯ୍ୟାଳୟ କମଲମରେ ପହଞ୍ଚିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ...

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ...

ଅଜିତ ପାଓ୍ବାରଙ୍କ ଘରେ ପହଞ୍ଚିଲେ ସୁପ୍ରିୟା ସୁଲେ

ବାରାମତି,୭।୫: ଲୋକ ସଭା ନିର୍ବାଚନ ୦୨୪ର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ବାରାମତି ଆସନରେ ମଧ୍ୟ ମତଦାନ ଚାଲିଛି। ଏହି ଆସନ ଜାତୀୟ ସ୍ତରରେ ଆଲୋଚନାର ବିଷୟ...

୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍‌ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ...

ଉତ୍ତରରୁ ଦକ୍ଷିଣ, କ’ଣ ୪୦୦ ପାରର ଗଣିତ, ମୋଦି କହିଲେ ଭିତିରି କଥା

ନୂଆଦିଲ୍ଲୀ,୭।୫: ଏଥର ଭାଜପା ଲୋକ ସଭା ନିର୍ବାଚନ ପାଇଁ ୪୦୦ପ୍ଲସ ସିଟ ସ୍ଲୋଗାନ ଦେଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ୨୦୨୪ରେ ଭାଜପାକୁ...

ଏହା ମୋର ଶେଷ ନିର୍ବାଚନ, ଭୋଟିଂ ପରେ ଦିଗବିଜୟ ସିଂଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ୭ ମେ’ରେ ଜାରି ରହିଛି। ମଙ୍ଗଳବାର ମୋଟ ୯୩ ନିର୍ବାଚନମଣ୍ଡଳୀରେ ମତଦାନ ଚାଲିଛି। ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri