ବନ୍ତ,୧୨ା୩(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ପଧାନପଡା ଚାଷଜମି ନିକଟ ଏକ ବବୁରୀ ଗଛରୁ ଶନିବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ମୃତକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ଗ୍ରାମର କୁନି ମୁଣ୍ଡା(୩୦) ବୋଲି ପୋଲିସ କହିଛି।
ଉଲ୍ଲେଖଯୋଗ୍ୟ ଯେ, ସକାଳ ୮ଟା ବେଳେ ସ୍ଥାନୀୟ ଲୋକେ ଚାଷଜମିକୁ ଯାଇଥିବା ବେଳେ ସମ୍ପୃକ୍ତ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିଥିଲେ। ପରେ ଶତାଧିକ ଲୋକ ସେଠାରେ ପହଞ୍ଚତ୍ ଥିଲେ। ଖବର ପାଇ ଆଇଆଇସି ଆଦିତ୍ୟ ପ୍ରସାଦ ଜେନାଙ୍କ ସମେତ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଶନିବାର ଥାନାରେ ୯/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶଥାଉକି, ମୃତକ ନନ୍ଦିପଦା ଥାନା ଅଧୀନ ବୃନ୍ଦାବନପୁର ବେଙ୍ଗତୀରା ଗ୍ରାମର ଶ୍ୱଶୁର ଘରକୁ ସ୍ତ୍ରୀ ଓ ଝିଅପୁଅଙ୍କ ସହିତ ବୁଲି ଆସିଥିଲେ।ବିଳମ୍ବିତ ରାତ୍ରିରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଇଛି। ମୃତକ ମାନସିକ ବିକାରଗ୍ରସ୍ତ ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।
Posted inHome Left, ଆମ ଜିଲା ଖବର, ଭଦ୍ରକ View All
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍ ଆସିଲା ଭାଲୁ : ପରେ…
ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...
ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା
କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...
ସଙ୍କଟରେ ପକ୍ଷୀକୁଳ
ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...
ଉଦ୍ଦେଶ୍ୟ ଓ ଉଦାସୀନତା
ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...
କାଠଗଡ଼ାକୁ ଯିବେ ରହମାନ୍ ଡକୈତ
ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...
Archives


