Posted inଖେଳ

‘ଟେବୁଲ୍‌ ଟପ୍ପର’ ହେବା ପରେ ଏପରି କହିଲେ ମିଥାଲି

ହାମିଲଟନ,୧୨।୩: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦମ୍‌ଦାର ପ୍ରଦର୍ଶନକୁ ଯୋଗୁ ଆଇସିସି ମହିଳା ବିଶ୍ୱକପ୍‌ର ଦ୍ୱିତୀୟ ମୁକାବିଲାରେ ବିଜେତା ହୋଇଛି ଭାରତ। ନିର୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୧୭ ରନ୍‌ କରିଥିଲା ଦଳ। ଜବାବରେ ଓ୍ବେଷ୍ଟଇଣ୍ଡିଜ ୧୬୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ବିଜୟ ସହ ଟୁର୍ନାମେଣ୍ଟ ଅଙ୍କ ତାଲିକାର ଶୀର୍ଷସ୍ଥାନରେ ପହଞ୍ଚିଛି ଭାରତ।

ମ୍ୟାଚ୍‌ ପରେ ଭାରତୀୟ ଅଧିନାୟକ ମିଥାଲି ରାଜ ଦଳର ଖେଳାଳିଙ୍କ ପ୍ରଶଂସା କରି କହିଛନ୍ତି, ଆଜିର ପ୍ରଦର୍ଶନ ପ୍ରଶଂସନୀୟ ଥିଲା। ଏହି ବିଜୟ ଯୋଗୁ ଆମେ ନକ୍‌ଆଉଟ୍‌ ଲାଗି ଟୁର୍ନାମେଣ୍ଟରେ ସ୍ଥାନ ପାଇଛୁ। ମ୍ୟାଚ୍‌ରେ ଉଭୟ ବ୍ୟାଟିଂ ଏବଂ ବୋଲିଂ ଭଲ ଥିଲା। ଏହାର ପ୍ରଭାବ ଆଗାମୀ ପ୍ରଦର୍ଶନ ଉପରେ ପଡ଼ିବ। କାରଣ ଏହା ସ୍ବତନ୍ତ୍ର ମ୍ୟାଚ୍‌ ଥିଲା। ଓ୍ବେଷ୍ଟଇଣ୍ଡିଜ ଦଳ ଦୁଇଟି ମୁକାବିଲା ଜିତି ଏହି ମ୍ୟାଚ୍‌ ଖେଳୁଥିଲା। ଏଣୁ ବିଜୟ ନଚେତ ପରାଜୟ କିଛି ବି ହୋଇପାରିଥାନ୍ତା। ସ୍ମୃତି ଏବଂ ହରମନ ବହୁତ ସହଜ ଭାବେ ଖେଳି ସ୍କୋରକୁ ଆଗକୁ ବଢ଼ାଇଥିଲେ। କହିବାକୁ ଗଲେ ଯୁବ ଖେଳାଳି ଆଖ ପାଖରେ ରହିବା ଭଲ। ସେ ଏବଂ ଝୁଲଣ ଦୀର୍ଘଦିନରୁ ଖେଳୁଛନ୍ତି। ଚାପ ବଢ଼ିବା ବେଳେ ଯୁବ ଖେଳାଳିମାନଙ୍କ ମଜାଳିଆ ସ୍ବଭାବ ଖୁସି ଦେଇଥାଏ। ଆମକୁ ଆଗକୁ ମଧ୍ୟ ଜିତିବାକୁ ପଡ଼ିବ। ସେଥିଲାଗି ଭିନ୍ନ ଯୋଜନା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri