ବାଡ଼ି ଖେଳରେ କମ୍ପିଲା ଗାଁ

ଖମାର,୧୪ା୩(ଡି.ଏନ.ଏ.): ପାଲଲହଡ଼ା ବ୍ଲକ ଖମାର ଥାନା ଶଙ୍ଖମୁର ଗ୍ରାମରେ ଫଗୁ ଦଶମୀ ପାଳିତ ହୋଇଯାଇଛି। ବିଗତ ୨ ବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଫଗୁ ଦଶମୀ ନିରାଡ଼ମ୍ବର ରହିଥିବା ବେଳେ ଚଳିତ ବର୍ଷ ଏହା ଧୁମ୍‌ଧାମରେ ପାଳନ ହୋଇଥିଲା। ବିଶେଷକରି ଗୋପାଳମାନଙ୍କ ବାଡ଼ି ଖେଳ, ଘଣ୍ଟୁଆ, ନଦିଆ ଓ ସଂକୀର୍ତ୍ତନ ମାଧ୍ୟମରେ ସହ୍ରସାଧିକ ଲୋକଙ୍କ ଗହଣରେ ପ୍ରଭୁ ରାଧାକୃଷ୍ଣଙ୍କ ପ୍ରତିମାକୁ ମନ୍ଦିର ବାହାରକୁ ଆଣାଯାଇ ଫଗୁ ଦଶମୀ ବିଧି ଆରମ୍ଭ କରାଯାଇଥିଲା। ଦିଅଁ ଦର୍ଶନ କରିବା ସହିତ ଲୋକେ ଫଗୁ ଖେଳରେ ମଜ୍ଜି ଯାଇଥିଲେ। ରବିବାରଠାରୁ ରାଧାକୃଷ୍ଣଙ୍କୁ ପାଲିଙ୍କିରେ ବସାଇ ଗ୍ରାମ ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି। ୧୭ ତାରିଖ ରାତିରେ ହୋଲପୋଡା ବିଧି ଅନୁଷ୍ଠିତ ହେବ ବୋଲି ଗ୍ରାମ କମିଟି ଓ ଯୁବକ ସଂଘ ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ଚଳିତବର୍ଷ ଦୋଳଯାତ୍ରା ଧୁମଧାମରେ ପାଳନ କରିବାକୁ ମଧ୍ୟ ପ୍ରସ୍ତୁତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ହାତୀ ଜନିତ କ୍ଷୟକ୍ଷତି

ବଇଣ୍ଡା,୫।୫(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ରେଞ୍ଜରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ନିକଟସ୍ଥ ଜଙ୍ଗଲରୁ ଚାଲି ଆସୁଥିବା ହାତୀ ଜମି...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri