କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ,୧୬।୩ : ୟୁକ୍ରେନ ସଙ୍କଟ ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟବାହିନୀ କହିଛି ଯେ ଉତ୍ତର କୋରିଆର ବୁଧବାର ଦିନ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିନ୍ତୁ ଏହାର ଉତକ୍ଷେପଣ ବିଫଳ ହୋଇଛି।

ଦକ୍ଷିଣ କୋରିଆର ରାଜଧାନୀ ସିଓଲର ଜଏଣ୍ଟ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଏକ ବିବୃତ୍ତିରେ କହିଛନ୍ତି ଯେ ଉତ୍ତର କୋରିଆ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ସୁନାନ ଅଞ୍ଚଳରୁ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା କରିଥିଲା, କିନ୍ତୁ ଏହା ଲଞ୍ଚ୍‌ ହେବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ଜଣାପଡିଛି।

ଉତ୍ତର କୋରିଆ ଚଳିତ ବର୍ଷ ଏପର୍ଯ୍ୟନ୍ତ ମୋଟ ୧୦ ଟି ଅସ୍ତ୍ରଶସ୍ତ୍ର ପରୀକ୍ଷା କରିଛି। ସେଥିମଧ୍ୟରୁ ଗୋଟିଏ ବିଫଳ ହୋଇଛି। ସେଥିମଧ୍ୟରେ ସାତୋଟି କ୍ଷେପଣାସ୍ତ୍ର ଏବଂ ଦୁଇଟି ଅନୁସନ୍ଧାନ ଉପଗ୍ରହ ଅନ୍ତର୍ଭୁକ୍ତ। ଦକ୍ଷିଣ କୋରିଆ ଏବଂ ଆମେରିକା ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଗତ ସପ୍ତାହରେ ଦୁଇ ଦେଶ ଏକ ବିବୃତ୍ତି ଜାରି କରି କହିଥିଲେ ଯେ ଉତ୍ତର କୋରିଆ ଦ୍ୱାରା ପରୀକ୍ଷା କରାଯାଇଥିବା ଅଧିକାଂଶ କ୍ଷେପଣାସ୍ତ୍ର ଆନ୍ତର୍ମହାଦେଶୀୟ ବାଲାଷ୍ଟିକ କ୍ଷେପଣାସ୍ତ୍ର (ଆଇସିବିଏମ)। ଏପରି କ୍ଷେପଣାସ୍ତ୍ର ପୂର୍ବରୁ ଉତକ୍ଷେପଣ କରାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri