Odisha Elections 2024

ନନ୍ଦନକାନନରେ ପୁଣି ପଶିଲେ ଜଙ୍ଗଲୀ ହାତୀ

ବାରଙ୍ଗ,୧୬।୩(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ଦୁଇ ଜଙ୍ଗଲୀ ହାତୀ ପଶି ଲୁଚି ରହିଛନ୍ତି । ମଙ୍ଗଳବାର ରାତିରେ ଦୁଇ ହାତୀ ନନ୍ଦନାକନନନ ପଛପଟ ପାଚେରି ଭିତରକୁ ପ୍ରବେଶ କରିଥିଲେ । ସେମାନେ ବାଘ ସଫାରୀ ପଛପଟେ ଥିବା ଘଞ୍ଚ ଜଙ୍ଗଲରେ ଏବେ ପର୍ଯ୍ୟନ୍ତ ଲୁଚି ରହିଛନ୍ତି । ଖବରପାଇ ନନ୍ଦନକାନନ କର୍ମଚାରୀମାନେ ହାତୀ ଦୁଇଙ୍କୁ ଖୋଜା ଖୋଜି କରିଥିଲେ ସୁଦ୍ଧା ଏଯାବତ୍‌ ତାଙ୍କ ସନ୍ଧାନ ପାଇ ନାହାନ୍ତି। ତେବେ ହାତୀମାନେ ନନ୍ଦନକାନନର କୌଣସି କ୍ଷତି କରି ନ ଥିବା ବେଳେ ସେମାନେ ନନ୍ଦାନନକାନନରେ ରହିବା ଏକ ନନ୍ଦନକାନନ ଜନ୍ତୁମାନଙ୍କ ପାଇ ବିପଦ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ସୂଚନା ଯୋଗ୍ୟ, ଗତ ୮ତାରିଖରେ ଦୁଇଟି ଜଙ୍ଗଲୀ ହାତୀ ନନ୍ଦକାନନନରେ ପଶି ଆତଙ୍କ ସୃଷ୍ଚି କରିଥିଲେ । ସେଥିପାଇଁ ଗତ ବୁଧବାର ନନ୍ଦନକାନନକୁ ବନ୍ଦ ରଖିବାକୁ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri