ହୋଲି ଖେଳି ନଦୀରେ ବୁଡ଼ିଗଲେ ୨ ସାଙ୍ଗ

କୁଚିଣ୍ଡା,୧୯।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପକଣ୍ଠସ୍ଥିତ ସଇଡା ଭେଡେନ ନଦୀ ଝିଲି ଘାଟରେ ଗାଧୋଉଥିବା ବେଳେ ୨ ଯୁବକଙ୍କ ମୃତ୍ୟୁ ଘଟିଛି । ଉତ୍ତରପ୍ରଦେଶରୁ ଆସି କୁଚିଣ୍ଡାରେ ମିସ୍ତ୍ରୀ କାମ କରୁଥିବା କୈଳାଶ କୁମାର(୨୫)ଓ ମୁକେଶ ଯାଦବ(୨୭)ହୋଲି ଖେଳି ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ପାଣିରେ ବୁଡିଯାଇଥିଲେ। ଖବରପାଇ କୁଚିଣ୍ଡା ପୋଲିସ ଦମକଳ ବାହିନୀ ସହାୟତାରେ ଉଭୟଙ୍କ ମୃତଦେହ ପାଣିରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ କିଏ: ଜୟଶଙ୍କର କହିଲେ ଏମିତି କଥା…

ସମ୍ବଲପୁର, ୬ା୫(ଭବାନୀ ଶଙ୍କର ଭୋଇ):ଭାଷା ସାହିତ୍ୟ, ସଂସ୍କୃତି, ଇତିହାସ ସହ ଓଡ଼ିଆ ଅସ୍ମିତାକୁ ନେଇ ଓଡ଼ିଶାର ପରିଚୟ। ପ୍ରାକୃତିକ ସମ୍ବଳରେ ଭରା ଏକ ସମୃଦ୍ଧ ରାଜ୍ୟରେ...

ନିର୍ବାଚନ ପରେ ବିରୋଧୀଙ୍କ ଦେଖାପାଇବେନି

ସୋନପୁର/ବିନିକା/ଉଲୁଣ୍ଡା/ଅମରପାଲି,୬।୫(ମୃତ୍ୟୁଞ୍ଜୟ ତପଥୀ/ରାମଗୋପାଳ ବାଘ/ଉରୁକ୍ରମ ପାଣ୍ଡିଆ/ପୀତାମ୍ବର ସାହୁ):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ରବିବାର ସୁବର୍ଣ୍ଣପୁର ଜିଲା ସୋନପୁର ନିର୍ବାଚନମଣ୍ଡଳୀର ସିଆଲି ଓ ବୀରମହାରାଜପୁର ନିର୍ବାଚନମଣ୍ଡଳୀର କଇରାଝୁଲିରେ ନିର୍ବାଚନୀ...

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri