ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଲବ ଖଡିଆ(୨୧)।

ମିଳିଥିବା ସୂଚନା ମୁତବକ, ନାବାଳିକା ଜଣକ ଦୋକାନରୁ ଆଇସକ୍ରିମ କିଣି ଘରକୁ ଫେରୁଥିଲେ। ସେତିକିବେଳେ ନାବାଳିକାଙ୍କୁ ଏକୁଠିଆ ଦେଖି ଲବ ନିକଟସ୍ଥ ଜଙ୍ଗଲକୁ ଟେକିନେଇ ବଳାତ୍କାର କରିଥିଲେ। ନାବାଳିକା ଘରକୁ ଆସି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଏନେଇ ପରିବାର ଲୋକେ ହେମଗିର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ବଳାତ୍କାର ମାମଲା ରୁଜୁ କରି ଅଭିଯୁକ୍ତ ଲବଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri