Posted inଖେଳ

ଦ୍ୱିତୀୟ ଇନିଂସରେ ବି ନଟ୍‌ ଆଉଟ୍‌ ଫେରିଲେ

ବାରବଡସ,୨୧।୩: ଦ୍ୱିତୀୟ ଇନିଂସରେ ଅଧିନାୟକ କ୍ରେଗ ବ୍ରାଥଓ୍ବେଟ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟକୁ ଓ୍ବେଷ୍ଟଇଣ୍ଡିଜ ଡ୍ର’ କରିବାକୁ ସକ୍ଷମ ହୋଇଛି। ପ୍ରଥମ ଇନିଂସରେ ୧୬୦ ରନ୍‌ର ଲଢ଼ୁଆ ପାଳି ଖେଳିଥିବା ବ୍ରାଥଓ୍ବେଟ ଦ୍ୱିତୀୟ ପାଳିରେ ୧୮୪ ବଲର ସମ୍ମୁଖୀନ ହୋଇ ୫୬ ରନ୍‌ କରି ଇଂଲଣ୍ଡ ହାତରୁ ବିଜୟ ଛଡ଼ାଇ ନେଇଥିଲେ। ଏଥିଯୋଗୁ ବ୍ରାଥଓ୍ବେଟ୍‌ଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।

ପ୍ରଥମ ଇନିଂସରେ ଇଂଲଣ୍ଡ ୫୦୭ କରିଥିବା ବେଳେ ୪୧୧ ରନ୍‌ରେ ସୀମିତ ରହିଥିଲା ଓ୍ବେଷ୍ଟଇଣ୍ଡିଜ। ଦ୍ୱିତୀୟ ପାଳି ଇଂଲଣ୍ଡ ୧୮୫ ରନ୍‌ରେ ପାଳି ଘୋଷଣା କରିବାରୁ ଘରୋଇ ଦଳ ଆଗରେ ଧାର୍ଯ୍ୟ ହୋଇଥିଲା ୨୮୨ ରନ୍‌ର ଟାର୍ଗେଟ। ଜବାବରେ ଓ୍ବେଷ୍ଟଇଣ୍ଡିଜ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଗୋଟିଏ ପଟେ ବ୍ରାଥଓ୍ବେଟ୍‌ ଛିଡ଼ା ହୋଇଥିବା ବେଳେ ଅନ୍ୟ ପଟେ ଉଇକେଟ ପଡ଼ି ଚାଲିଥିଲା। ଦଳ ୯୩ ରନ୍‌ ମଧ୍ୟରେ ୫ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ଅଧିନାୟକଙ୍କ ସହ ଜୋଶୁଆ ଡେ ସିଲଭ (୩୦*)ଙ୍କ ଯୋଡ଼ି ଇଂଲଣ୍ଡ ବୋଲରଙ୍କୁ ମ୍ୟାଚ୍‌ର ଅନ୍ତିମ ସେସନରେ ଉଇକେଟ ଦେଇ ନ ଥିଲେ। ଦୁହେଁ ୬ଷ୍ଠ ଉଇକେଟ ପାଇଁ ଅଭିଭାଜିତ ୪୨ ରନ୍‌ ଯୋଡ଼ିବାରୁ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟ ହରାଇ ୧୩୫ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri