ପୌର ନିର୍ବାଚନ ପୂର୍ବରୁ ବିଜେଡିର ମିଶ୍ରଣ ପର୍ବ: ବିରୋଧୀଙ୍କୁ ପଡ଼ିବ ଭାରି

ଦେବଗଡ଼,୨୧।୩ (ଡି.ଏନ୍‌.ଏ.): ପୌର ନିର୍ବାଚନ ପୂର୍ବରୁ ଦେବଗଡ଼ ଜିଲାରେ ସୋମବାର ବିଜେଡିର ମିଶ୍ରଣ ପର୍ବ ହୋଇଛି। ଭାଜପା ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ଶାସକ ଦଳର ଏହି ମିଶ୍ରଣ ପର୍ବ ବିରୋଧୀଙ୍କୁ ଭାରି ପଡ଼ିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଛି। ସୋମବାର ଶ୍ରମ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଉପସ୍ଥିତିରେ ଯୁବ କଂଗ୍ରେସ ସଭାପତି ଅମିତ ରଞ୍ଜିତଙ୍କ ସମେତ ବହୁ ଭାଜପା ଓ କଂଗ୍ରେସ କର୍ମୀ ବିଜେଡିରେ ମିଶିଛନ୍ତି । ପୌର ନିର୍ବାଚନରେ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରତିଫଳିତ ହେବା ଆଶାଥିବା ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଶାନ୍ତ ସିଂ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଲାନି ଚାପି, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri