ପୋଲିସ କବଜାରେ ଶର୍ମିଷ୍ଠାଙ୍କ ଭାଇ

ଚାନ୍ଦବାଲି,୨୨।୩(ଡି.ଏନ୍‌.ଏ.): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ କୁହାଯାଉଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠାଙ୍କ ଭାଇ ପରମେଶ୍ବର ଗିରଫ ହୋଇଛନ୍ତି। ଚାନ୍ଦବାଲି ପୋଲିସ ପରମେଶ୍ବରଙ୍କୁ ଗିରଫ କରିଛି । ବିଜୟୱାଡାରୁ ପରମେଶ୍ବରଙ୍କୁୁ ଗିରଫ କଲା ସ୍ବତନ୍ତ୍ର ଟିମ୍‌ । ଶର୍ମିଷ୍ଠାଙ୍କୁ ଫେରାର କରାଇବାରେ ତାଙ୍କ ଭାଇଙ୍କ ହାତ ଥିବା ପୋଲିସ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri