ଆଜି ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ପରୋକ୍ଷ ନିର୍ବାଚନରେ ବ୍ଲକ ଅଧ୍ୟକ୍ଷ ପାଇଁ ନିର୍ବାଚନ ସରିଥିବାବେଳେ ବୁଧବାର  ବ୍ଲକ ଉପାଧ୍ୟକ୍ଷ ନିର୍ବାଚନ। ନିର୍ବାଚିତ ସମିତି ସଭ୍ୟମାନେ ଭୋଟ ଦେଇ ଉପାଧ୍ୟକ୍ଷ ନିର୍ବାଚିତ କରିବେ। ଏଥିପାଇଁ ସକାଳ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିବେ। ପରେ ୧୨ଟା ୩୦ ମଧ୍ୟରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ଅପରାହ୍ନ ଗୋଟାଏରୁ ୪ଟା ମଧ୍ୟରେ ଭୋଟିଂ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri