ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କେନ୍ଦ୍ରାପଡାରୁ ସର୍ବାଧିକ ୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯ ଏବଂ ଗଜପତିରୁ ୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଗଞ୍ଜାମରୁ ୮, ବାଲେଶ୍ୱରରୁ ୬, ଖୋର୍ଦ୍ଧାରୁ ୫, କୋରାପୁଟ୍‌ରୁ ୫, କଟକରୁ ୪, କନ୍ଧମାଳରୁ ୪, ସମ୍ବଲପୁରରୁ ୪, ନୟାଗଡ଼ରୁ ୩, ଯାଜପୁରରୁ ୨, ଅନୁଗୋଳରୁ ୧, ମୟୁରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ରାୟଗଡ଼ାରୁ ୧ ଏବଂ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି।...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri