ପୂର୍ବତନ କର୍ପୋରେଟରଙ୍କୁ ମାଡ଼ ଅଭିଯୋଗ

ଭୁବନେଶ୍ୱର ୨୫।୩ (ବ୍ୟୁରୋ): ବିଏମ୍‌ସି ପାଇଁ ମତଦାନ ଚାଲିଥିବାବେଳେ ୫୮ ନଂ ୱାର୍ଡର ସ୍ବାଧୀନ ପାର୍ଥିନୀ ନମିତା ମହାପାତ୍ରଙ୍କ ଭାଇ ତଥା ପୂର୍ବତନ କର୍ପୋରେଟର ମଳୟ କୁମାର ମହାପାତ୍ରଙ୍କୁ ବ୍ରହ୍ମେଶ୍ୱରପାଟଣାସ୍ଥିତ ବୁଥ୍‌ ପରିସରରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ସେ ବରଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ତଦନ୍ତ ଚାଲିଥିବା ବଡ଼ଗଡ଼ ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ କହିଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ ପୋଲିସ ଯଦି କୌଣସି ପଦକ୍ଷେପ ନ ନିଏ ତେବେ ଆଗକୁ ସମର୍ଥକଙ୍କ ସହିତ ରାଜ ରାସ୍ତାକୁ ଓହ୍ଲାଇବେ ବୋଲି ମଳୟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନଙ୍କ ମା’ଙ୍କ ଏତଲା ପରେ ମୁହଁଖୋଲିଲେ ADCP: କହିଲେ ଜଣଜଣଙ୍କୁ…

କଟକ,୨୩।୧୨: ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ମା’ ଶେଫାଳୀ ସୁନାଙ୍କ ଏତଲା ପ୍ରସଙ୍ଗରେ ମୁହଁ ଖୋଲିଲେ ADCP। କଟକ ADCP ଅମରେନ୍ଦ୍ର ପଣ୍ଡାଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି,...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼hୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…

ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri