କେନ୍ଦୁଝରରେ ଆନ୍ଦୋଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୨୮।୩(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦୁଇ ଦିନିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନକାରୀମାନେ କେନ୍ଦୁଝର ଜିଲାରେ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ ଆରମ୍ଭ କରିଛନ୍ତି।

ଜିଲା ମୁଖ୍ୟାଳୟ ଗାନ୍ଧୀ ଛକଠାରେ ପୂର୍ଣ୍ଣଚନ୍ଦ୍ର ରାଉତ, ଭବାନୀ ମହାନ୍ତଙ୍କ ନେତୃତ୍ୱରେ ରାସ୍ତାରୋକୋ କରାଯାଇଥିଲା। ଏପରି କି ସଙ୍ଗଠନର କର୍ମକର୍ତ୍ତା ଦଳୀୟ ପତାକା ଧରି ସରାକାରଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେଇଥିଲେ। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏପରି କି ଆନ୍ଦୋଳନକାରୀମାନେ ପିକେଟିଂ କରି ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଶେଷ: ଖୁବଶୀଘ୍ର ହେବ ଅଳଙ୍କାର ଗଣତି ମଣତି

କଟକ,୨୩।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ରତ୍ନ ଅଳଙ୍କାର ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଭାରତୀୟ ପ୍ରତ୍ନତତ୍ତ୍ୱ...

ଚାଲିଗଲା ମା’ ଛେଉଣ୍ଡ ଛୁଆହାତୀ ଶମ୍ଭୁର ଜୀବନ

ବାରଙ୍ଗ,୨୩।୧୨(ଲିଙ୍ଗରାଜ ରାଉତ): ଚନ୍ଦକା ଜଙ୍ଗଲର କୁମାରଖୁଣ୍ଟିରେ ରହୁଥିବା ୬ମାସର ମା’ଛେଉଣ୍ଡ ହାତୀ ଛୁଆ ଶମ୍ଭୁ ମଙ୍ଗଳବାର ମୃତ୍ୟୁବରଣ କରିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡି ନ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri