୫ ଦିନିଆ ରିମାଣ୍ଡରେ ଯିବେ ଶର୍ମିଷ୍ଠା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ କ୍ରାଇମ୍‌ବ୍ରାଞ୍ଚ ୫ ଦିନିଆ ରିମାଣ୍ଡରେ ନେବ। ମାମଲାରେ ୪ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେବା ନେଇ ଜେଏମ୍‌ଏଫସି କୋର୍ଟ ଅନୁମତି ଦେଇଛନ୍ତି। ଶର୍ମିଷ୍ଠା, ସହଯୋୀ ଝୁନା ଭୋଇ, ନୀରଞ୍ଜନ ସେଠୀ ଓ ରଞ୍ଜନ ନାୟକ ମଙ୍ଗଳବାରଠାରୁ ରିମାଣ୍ଡରେ ଯିବେ। ଶର୍ମିଷ୍ଠା ତାଙ୍କ ସହଯୋୀ ଝୁନାଙ୍କୁ ସକାଳେ ଗିରଫ ପରେ କୋର୍ଟରେ ହାଜର କରାଯାଇଥିଲା ସେଠାରେ ଜାମିନ ଆବେନଦ ଖାରଜ ହେବାରୁ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି। କ୍ରାଇମବ୍ରାଞ୍ଚ ୮ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ଆବେଦନ କରିଥିବା ବେଳେ କୋର୍ଟ ଏହି ୪ ଜଣଙ୍କ ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri