କିରୋସିନ ଢାଳି ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

କୁଚିଣ୍ଡା,୩୦୩(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଫଠାଟାଙ୍ଗର ଗ୍ରାମରେ। ସ୍ବାମୀ ରଘୁରାଜ ରଣା ସ୍ତ୍ରୀ ଲିଲିମାଙ୍କର କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ରାଗିଯାଇ  ରଘୁରାଜ ଏଭଳି ଭୟଙ୍କର କାଣ୍ଡ ଭିଆଇଥିଲେ।
ସୂଚନାଯୋଗ୍ୟ, ଲିଲିମା ମଙ୍ଗଳବାର ମହୁଲଫୁଲ ଗୋଟାଇ ଘରକୁ ଫେରିବା ପରେ ରଘୁରାଜ ମଦପିଇ ତାଙ୍କ ସହ ଗଣ୍ଡଗୋଳ କରିଥିଲା। ରାଗିକରି ଲିଲିମା ଗାଁରେ ଥିବା ବାପା ଘରକୁ ପଳାଇଥିଲେ। ପରେ ବାପା ଲିଲିମାକୁ ବୁଝାଇ ସ୍ବମୀ ଘରେ ରାତିରେ ଛାଡ଼ିଯାଇଥିଲେ। ମଦ ନିଶାରେ ରଘୁରାଜ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ କୁଚିଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri