Posted inରାଜ୍ୟ

୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୬ କରୋନା ଆକ୍ରାନ୍ତ। ସେଥିରୁ ୨୧ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୫ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬ ଶିଶୁ ଥିବାନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri